ପ୍ରମୁଖ ଖବର

MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା: ଗଛରେ ପିଟିହେଲା ବସ୍‌, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ

ଓମଫେଡ୍‌ ବୁଥରେ ଗୁଟଖା ବିକିଲେ ବାତିଲ ହେବ ଲାଇସେନ୍ସ

0

ନ୍ୟୁଜ୍ ବ୍ୟୁରୋ: ବିଏମ୍‌ସି ଅଞ୍ଚଳରେ ଗୁଟ୍‌ଖା ବିକ୍ରି ସମ୍ପୂର୍ଣ୍ଣ ନିଷେଧ। ଭେଣ୍ଡିଂ ଜୋନ୍,ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ। ଲାଇସେନ୍ସ ବାତିଲ ନେଇ ବିଏମ୍‌ସି(ଭୁବନେଶ୍ଵର ମହାନଗର ନିଗମ)ର ଚେତାବନୀ। ଆଜି ବିଏମସିର କର୍ପୋରେସନ ବୈଠକରେ ଏହି ନିଷ୍ପତି ହୋଇଛି।

ରାଜ୍ୟ ସରକାର ରାଜ୍ୟରେ ଗୁଟଖା ବ୍ୟାନ କରିଛନ୍ତି। ଏବେ ଜୋରଦାର୍ ହେବ ଗୁଟୁଖା ଏନଫୋର୍ସମେଣ୍ଟ ଡ୍ରାଇଭ୍। ସରକାର କରିଥିବା ନିୟମକୁ କଡ଼ାକଡ଼ି ପାଳନ କରାଯିବ ବୋଲି ମେୟର କହିଛନ୍ତି। ଏହା ଛଡ଼ା ବିଏମସି ଅଞ୍ଚଳରେ ଗୁଟଖା ହୋର୍ଡିଂ ବାହାର କରିବାକୁ ନିଷ୍ପତ୍ତି ହୋଇଛି। ନିଶା ଦ୍ରବ୍ୟକୁ ଯାଞ୍ଚ କରିବା ନେଇ ସ୍ଵତନ୍ତ୍ର ଏନଫୋର୍ସମେଣ୍ଟ ଡ୍ରାଇଭ୍ ଗଠନ କରାଯିବା ସହ ଏହାକୁ କଡାକଡି ଲାଗୁ ହେବ।

Leave A Reply

Your email address will not be published.