ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ବେଆଇନ ଏଲପିଜି ଗ୍ୟାସ ଟାଙ୍କି କାରଖାନାରେ ରେଡ

0

ବାଲେଶ୍ବର: ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ ଶୁଆଶୁନିରେ ଥିବା ବେଆଇନ ଏଲପିଜି ଗ୍ୟାସ ଟାଙ୍କି କାରଖାନା ଠାବ ହୋଇଛି। ଏହି ବେଆଇନ କାରଖାନା ଉପରେ ଯୋଗାଣ ବିଭାଗ ରେଡ୍ କରିଛି। ରେଡ୍ ବେଳେ କାରଖାନାରୁ ୫୦୦ରୁ ଅଧିକ ଚୋରା ଗ୍ୟାସ୍ ଟାଙ୍କି ଜବତ ହୋଇଛି। ଗୋଦାମରୁ ଏକ ଗ୍ୟାସ କନଭର୍ଟର ମେସିନ ମଧ୍ୟ ଜବତ ହୋଇଛି।

କାରାଖାନାରେ ଘରୋଇ ଗ୍ୟାସକୁ କମର୍ସିଆଲ ଗ୍ଯାସରେ କନଭର୍ଟ କରି ପଶ୍ଚିମବଙ୍ଗକୁ ଚୋରାଚାଲାଣ କରାଯାଉଥିବା ସୂଚନା ମିଳିଛି। ଖବର ପାଇ ଜିଲ୍ଲା ଯୋଗାଣ ଅଧିକାରୀ ଅଚାନକ ଚଢାଉ କରିଥିବା ବେଳେ, କାରଖାନା ମାଲିକ ଦୀପ ଦାସ ଭିତର ପଟୁ ତାଲା ମାରି ଫେରାର ହୋଇଯାଇଛି। ଘରର ପଛପଟୁ କନଭର୍ଟର ମେସିନ ଓ ଟାଙ୍କି ସବୁ ଜବତ କରିଛି ଯୋଗାଣ ବିଭାଗ।

Leave A Reply

Your email address will not be published.