ନ୍ୟୁଜ୍ ବ୍ୟୁରୋ: ଚିକିତ୍ସା ପାଇଁ ରୋଗୀକୁ ଡାକ୍ତରଖାନା ନେବା ବେଳେ ଜାତୀୟ ରାଜପଥରେ କାର ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଦୁର୍ଘଟଣା ଘଟି ଚାଲିଗଲା ୨ ଜୀବନ। ଏହି ଦୁର୍ଘଟଣାରେ ଆଉ ୫ ଜଣ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏହି ଆଜି ଭୋର ସମୟରେ ଆନ୍ଧ୍ର ପ୍ରଦେଶର ନନ୍ଦିଗାମ ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି। ସୁନପୂରମରୁ ୭ ଜଣ ବ୍ୟକ୍ତି ଏକ କାରରେ ଶ୍ରୀକାକୁଲମକୁ ଯାଉଥିବାବେଳେ ରାଜପଥ ଉପରେ ଅଟକିଥିବା ଏକ ଆଇଚର ଭ୍ୟାନରେ କାରଟି ଧକ୍କା ହୋଇଥିଲା। ଫଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିଲା। ମୃତକ ଡାଲିଆ (୪୬) ଓ ମୋହିନାମ୍ମା (୫୦) ବୋଲି ଜଣାପଡିଛି। ମୃତାହତମାନେ ଓଡ଼ିଶାର। ଅନ୍ୟ ୫ ଜଣ ଗୁରୁତର ଆହତ ହୋଇଥିବାବେଳେ ସେମାନଙ୍କୁ ତୁରନ୍ତ ଟେକାଲି ଜିଲ୍ଲା ଡାକ୍ତରଖାନାକୁ ନିଆଯାଇଥିଲା। ଘଟଣା ସ୍ଥଳରେ ପୁଲିସ୍ ପହଞ୍ଚି ତଦନ୍ତ ଜାରି ରଖିଛି।
ପ୍ରମୁଖ ଖବର
୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍ ୱାର୍ଡେନ୍ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ