ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

୪ ସହର ହେବ କମନ ଇକୋନୋମିକ୍‌ ଜୋନ୍‌

0

ଭୁବନେଶ୍ବର: ଓଡିଶାର ଏହି ୪ ସହର ହେବ କମନ ଇକୋନୋମିକ୍‌ ଜୋନ୍‌। ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଶୁକ୍ରବାର ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟର ୪ ସହର ଯଥା ପୁରୀ, ପାରାଦୀପ, ଭୁବନେଶ୍ୱର ଏବଂ କଟକ କମନ ଇକୋନୋମିକ୍‌ ଜୋନ୍‌ରେ ପରିଣତ ହେବ। ୨୦୨୭ ସୁଦ୍ଧା ଏହି ସହରଗୁଡ଼ିକୁ କମନ ଇକୋନୋମିକ ଜୋନ୍‌ କରାଯିବ। ଏହା ପରଠାରୁ ହିଁ ରାଜ୍ୟ ଅର୍ଥନୀତିର ୩୩ ପ୍ରତିଶତ ଆସିବ ବୋଲି ଅନୁ ଗର୍ଗ କହିଛନ୍ତି।
କମନ ଇକୋନୋମିକ୍ ଜୋନ୍ ହେଉଛି ଏକ ଆନ୍ତର୍ଜାତିକ ଚୁକ୍ତି କିମ୍ବା ଅଞ୍ଚଳ ଯେଉଁଠାରେ ଏକାଧିକ ଦେଶ ମିଶି ଏକ ସାଧାରଣ ଅର୍ଥନୈତିକ କ୍ଷେତ୍ର ଗଠନ କରନ୍ତି। ଏହାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସେହି ଦେଶମାନଙ୍କ ମଧ୍ୟରେ ପଣ୍ୟ, ସେବା, ପୁଞ୍ଜି ଏବଂ ଶ୍ରମର ମୁକ୍ତ ଚଳାଚଳ ସୁନିଶ୍ଚିତ କରିବା।

Leave A Reply

Your email address will not be published.