ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଅନ୍ତର୍ଜାତୀୟ ମହିଳା ଦିବସରେ ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି

0

ଭୁବନେଶ୍ବର: ମହିଳାଙ୍କ ପାଇଁ ଖୁସି ଖବର। ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରାର ୪ର୍ଥ କିସ୍ତି। ସୁଭଦ୍ରା ଟଙ୍କା ମାର୍ଚ୍ଚ ୮ରେ ମିଳିବ। ଆନ୍ତର୍ଜାତିକ ମହିଳା ଦିବସରେ ମହିଳା ପାଇବେ ୫ ହଜାର ଟଙ୍କା। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ଯେ, ୧କୋଟିରୁ ଅଧିକ ମହିଳାଙ୍କ ଆକାଉଣ୍ଟକୁ ଯିବ ମୋଟ ୫ ହଜାର କୋଟି ଟଙ୍କା।

ଏହା ପୂର୍ବରୁ ସୁଭଦ୍ରା ଯୋଜନାରେ ହିତାଧିକାରୀମାନେ ୩ଟି କିସ୍ତିରେ ମୋଟ ୧୫ ହଜାର ଟଙ୍କା ସହାୟତା ରାଶି ପାଇଛନ୍ତି। ସୁଭଦ୍ରା ଯୋଜନାରେ ପ୍ରତିବର୍ଷ ହିତାଧିକାରୀଙ୍କୁ ୨ଟି ପର୍ଯ୍ୟାୟରେ ୫ ହଜାର ଟଙ୍କା ଲେଖାଏଁ ମୋଟ ୧୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଉଛି। ଗତ ଜାନୁୟାରୀ ୨୨ ରେ ନୂତନ ହିତାଧିକାରୀ ଓ ବାଦ ପଡିଥିବା ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା।

Leave A Reply

Your email address will not be published.