ଭୁବନେଶ୍ଵର: ବାରିପଦାରୁ ଭୁବନେଶ୍ଵର ଏୟାର ଟ୍ୟାକ୍ସି ସେବା ଆସନ୍ତା ମାର୍ଚ୍ଚ ପ୍ରଥମ ସପ୍ତାହରୁ ଆରମ୍ଭ ହେବାକୁ ଯାଉଛି। ମଙ୍ଗଳବାର ପୱନ ହଂସ କମ୍ପାନୀ ପକ୍ଷରୁ ଟ୍ରାଏଲ ରନ୍ ହୋଇଛି। ଏନେଇ ରାଜ୍ୟ ବାଣିଜ୍ୟ , ପରିବହନ ଓ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆଲୋଚନା କରାଯାଇଛି। ବାରିପଦା ପୋଲିସ ଲାଇନ ହେଲିପ୍ୟାଡ ଠାରୁ ଭୁବନେଶ୍ଵର ବିମାନ ବନ୍ଦରକୁ ଏହି ସେବା ମିଳିବ। ବର୍ତ୍ତମାନ ପାଇଁ ମାସକୁ ୪ ରୁ ୫ ଥର ଉଡାଣ ଭରିବ ହେଲିକପ୍ଟର। ଭୁବନେଶ୍ଵରରୁ ପର୍ଯ୍ୟଟକ ମାନଙ୍କୁ ଆଣି ବାରିପଦା ପହଁଚାଇବା ଓ ଶିମିଳିପାଳ ପାଦଦେଶ ଲୁଲୁଙ୍ଗ ଠାରେ ରହଣୀ ବ୍ୟବସ୍ଥା କରିବାର ବ୍ୟବସ୍ଥା କରାଯାଇଛି। ଏହି ସେବା ଆରମ୍ଭ ଫଳରେ ମୟୁରଭଞ୍ଜ ଜିଲ୍ଲାର ପର୍ଯ୍ୟଟନ, ବାଣିଜ୍ୟ ଓ ଏମରଜେନ୍ସିରେ ଉନ୍ନତ ସେବା ମିଳିପାରବ।
ପ୍ରମୁଖ ଖବର
ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍ପିଜି ଟ୍ୟାଙ୍କର୍