ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ପିଜି ନାମଲେଖା ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ୍ ଫର୍ମ ପୂରଣ

0

ଭୁବନେଶ୍ବର: ଆସନ୍ତାକାଲି ଠାରୁ ପିଜି ନାମଲେଖା ପ୍ରବେଶିକା ପରୀକ୍ଷା (ସିପେଟ ) ପାଇଁ ଅନଲାଇନ୍ ଫର୍ମ ପୂରଣ କରିପାରିବେ ଛାତ୍ରଛାତ୍ରୀ। ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ତରଫରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି।
ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବାକୁ ଆଗ୍ରହୀ ଥିବା ଛାତ୍ରଛାତ୍ରୀମାନଙ୍କୁ Common PG Entrance Test ପରୀକ୍ଷାରେ ଅଂଶଗ୍ରହଣ କରିବାକୁ ପଡ଼ିବ।

Leave A Reply

Your email address will not be published.