ଭୁବନେଶ୍ବର: ଆସନ୍ତାକାଲି ଠାରୁ ପିଜି ନାମଲେଖା ପ୍ରବେଶିକା ପରୀକ୍ଷା (ସିପେଟ ) ପାଇଁ ଅନଲାଇନ୍ ଫର୍ମ ପୂରଣ କରିପାରିବେ ଛାତ୍ରଛାତ୍ରୀ। ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ତରଫରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି।
ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବାକୁ ଆଗ୍ରହୀ ଥିବା ଛାତ୍ରଛାତ୍ରୀମାନଙ୍କୁ Common PG Entrance Test ପରୀକ୍ଷାରେ ଅଂଶଗ୍ରହଣ କରିବାକୁ ପଡ଼ିବ।
ପ୍ରମୁଖ ଖବର
ଭାରତୀୟ ପାଇଲଟ୍ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍ ଟ୍ରେନ୍ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍ଆର୍ସିଙ୍କ ପରାମର୍ଶ