ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ଓଟିଇଟି ପ୍ରଶ୍ନପତ୍ର ଜାଲିଆତି ମାମଲା: ୫ ତାରିଖରେ ହେବ ଶୁଣାଣି

0

ଭୁବନେଶ୍ବର: ଓଡ଼ିଶାରେ ଘଟିଥିବା ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଜାଲିଆତି ମାମଲାରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ୮ ଅଭିଯୁକ୍ତଙ୍କ ଜାମିନ ଆବେଦନ ଉପରେ ଶୁଣାଣି ଶେଷ ହୋଇଛି। କୋର୍ଟ ପକ୍ଷରୁ ଆସନ୍ତାକାଲି ମଧ୍ୟରେ ଲିଖିତ ଯୁକ୍ତି ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୫ ତାରିଖରେ ପୁଣି ଏହି ମାମଲାରେ ଶୁଣାଣି ହେବାର ସମ୍ଭାବନା ରହିଛି।

ଏହି ଜାଲିଆତି ଘଟଣାରେ ଅଭିଯୁକ୍ତ ଡା. ନିହାର ରଞ୍ଜନ ମହାନ୍ତି, ଜିତନ ମହାରଣା, ରାମଜୀ ପ୍ରସାଦ ଗୁପ୍ତା, ବିଜୟ କୁମାର ମିଶ୍ର, ଜୟନ୍ତ କୁମାର ରାଉତ, ଅଜୟ କୁମାର ସାହୁ, ପ୍ରଶାନ୍ତ କୁମାର ଖମାରୀ ଓ ସନାତନ ବିଷୋୟୀଙ୍କ ଜାମିନ ଆବେଦନର ଏକାଠି ଶୁଣାଣି ପାଇଁ କୋର୍ଟ ଆଜି ତାରିଖ ଧାର୍ଯ୍ୟ କରିଥିଲେ।

Leave A Reply

Your email address will not be published.