ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

ଯୁଦ୍ଧ ପାଇଁ ଭୁବନେଶ୍ବର-ଦୁବାଇ ବିମାନ ସେବା ବାତିଲ

0

ଭୁବନେଶ୍ବର: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁଁ ଭୁବନେଶ୍ବର-ଦୁବାଇ ବିମାନ ଚଳାଚଳ ବାତିଲ୍। ଏହି କାରଣରୁ ଭାରତରେ ଅନେକ ଘରୋଇ ବିମାନ ଉଡାଣକୁ ରଦ୍ଦ କରାଯାଇଛି। ସେଥିମଧ୍ୟରେ ଭୁବନେଶ୍ବର-ଦୁବାଇ ବିମାନ ବାତିଲ୍ କରାଯାଇଛି। ତେବେ ବୁଧବାର ଦୁବାଇକୁ ବିମାନ ଉଡ଼ିବ କି ନାହିଁ, କାଲିର ସ୍ଥିତି ଦେଖି ନିଷ୍ପତ୍ତି ନିଆଯିବ। କାଲି ସଦ୍ୟ ସୂଚନା ମିଳବା ପରେ, ଦୁବାଇ ବିମାନକୁ ନେଇ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି, ଭୁବନେଶ୍ୱର ବିମାନ ବନ୍ଦରର ନିର୍ଦେଶକ।

ଭୁବନେଶ୍ୱରରୁ ଦୁବାଇକୁ ସୋମବାର, ବୁଧବାର ଓ ଶୁକ୍ରବାର ସିଧାସଳଖ ବିମାନ ଉଡାଣ ଭରୁଥିବାବେଳେ, ଆଜି ଦୁବାଇକୁ ଉଡ଼ିବାକୁ ଥିବା ବିମାନ ବାତିଲ୍ । ବୁଧବାର ଦୁବାଇକୁ ବିମାନ ଉଡ଼ିବ କି ନାହିଁ କାଲିର ସ୍ଥିତି ଦେଖି ନିଷ୍ପତ୍ତି’ ନିଆଯିବ। କାଲି ଅପଡେଟ୍ ମିଳବା ପରେ ଦୁବାଇ ବିମାନକୁ ନେଇ ନିଷ୍ପତ୍ତି ନିଆଯିବ ବୋଲି କୁହାଯାଇଛି।

ସୋମବାର ଦୁବାଇକୁ ବିମାନ ଯିବାର ସିଡ୍ୟୁଲ ଥିବାବେଳେ, ରବିବାର ଏହାକୁ ବାତିଲ କରିଦିଆଯାଇଛି। ଏୟାର ସ୍ପେସ୍ ନଥିବାରୁ ମଧ୍ୟପୂର୍ବ ଅଞ୍ଚଳ ପାଇଁ ବିମାନ ସେବା ବନ୍ଦ ରହିଛି। ଦୁବାଇ, ଆବୁ ଧାବି, ମାସକଟର୍ ପାଇଁ ଏୟାର ସ୍ପେସ୍ ନାହିଁ। ଗତ ଶୁକ୍ରବାର ଦିନ ଦୁବାଇକୁ ଭୁବନେଶ୍ବରରୁ ଶେଷ ବିମାନ ଉଡାଣ ଭରିଥିଲା।

Leave A Reply

Your email address will not be published.