ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

ସମ୍ବଲପୁର କୋର୍ଟକୁ ବୋମା ଧମକ

0


ପୁଣି କୋର୍ଟକୁ ବୋମା ଧମକ ମିଳିଛି। ସମ୍ବଲପୁର ଜିଲ୍ଲା ଦୌରାଜଜ୍ କୋର୍ଟକୁ ବୋମା ଧମକ ମିଳିଥିବା ଖବର ରହିଛି। ବୋମା ଧମକ ମିଳିବା ପରେ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରୁଛି ପୋଲିସ। ଏହାସହ ବମ୍ ସ୍କ୍ବାଡର୍ ମଧ୍ୟ ପହଞ୍ଚି ବିଭିନ୍ନ ସ୍ଥାନରେ ଯାଞ୍ଚ କରିଛନ୍ତି। ତେବେ କିଏ ଧମକ ଦେଇଛି ଏପର୍ଯ୍ୟନ୍ତ ତାହା ଜଣାପଡିଥିବାବେଳେ, ପୋଲିସ ସେନେଇ ତଦନ୍ତ ଆରମ୍ଭ କରିଛି।

ସୂଚନାଯୋଗ୍ୟ, କିଛି ଦିନ ପୂର୍ବେ ଓଡ଼ିଶାର ବିଭିନ୍ନ ଜିଲ୍ଲା କୋର୍ଟକୁ ବୋମାରେ ଉଡ଼ାଇ ଦେବା ପାଇଁ ଧମକ ମିଳିଥିଲା। ଧମକପୂର୍ଣ୍ଣ ଇମେଲ୍ ମିଳିବା ପରେ ସାରା ରାଜ୍ୟରେ ହଇଚଇ ସୃଷ୍ଟି ହୋଇଥିଲା। କଟକ, ପୁରୀ, ସମ୍ବଲପୁର ଏବଂ ଫୁଲବାଣୀ କୋର୍ଟ ପରିସରରେ ସୁରକ୍ଷା ବ୍ୟବସ୍ଥାକୁ ଅତ୍ୟନ୍ତ କଡ଼ାକଡ଼ି କରାଯାଇଥିଲା।

କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଏକ ଧମକପୂର୍ଣ୍ଣ ଇମେଲ୍ ଆସିବା ପରେ ପୋଲିସ ତୁରନ୍ତ କୋର୍ଟ ପରିସରକୁ ଖାଲି କରିବା ସହ ବୋମା ନିଷ୍କ୍ରିୟକାରୀ ଦଳ ସାହାଯ୍ୟରେ ଖାନତଲାସୀ ଆରମ୍ଭ କରିଥିଲା।

Leave A Reply

Your email address will not be published.