ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

ପରଲୋକରେ ବରିଷ୍ଠ ସାମ୍ବାଦିକ ଆଶୁତୋଷ ମିଶ୍ର

0

ଭୁବନେଶ୍ବର: ବରିଷ୍ଠ ସାମ୍ବାଦିକ ଆଶୁତୋଷ ମିଶ୍ରଙ୍କର ପରଲୋକ ଘଟିଛି। ହୃଦଘାତ କାରଣରୁ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡିଛି। ଆଶୁତୋଷ ମିଶ୍ରଙ୍କ ଦେହାନ୍ତରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମ୍ବାଦିକ ଆଶୁତୋଷ ମିଶ୍ରଙ୍କର ଫଟୋ ଏକ୍ସ ରେ ସେୟାର କରି ଶୋକ ପ୍ରକାଶ କରି କରିଛନ୍ତି। ସେ ଲେଖିଛନ୍ତି ଯେ, ତାଙ୍କର ବିୟୋଗ ଓଡ଼ିଶାର ସାମ୍ବାଦିକତା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ସମବେଦନା ଜଣାଉଛି। ମହାପ୍ରଭୁଙ୍କ ନିକଟରେ ଦିବଙ୍ଗତ ଆତ୍ମାର ସଦ୍‌ଗତି କାମନା କରୁଛି। ସେପଟେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ମଧ୍ୟ ଶୋକ ପ୍ରକାଶ କରିଛନ୍ତି।

Leave A Reply

Your email address will not be published.