ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ପଶ୍ଚିମବଙ୍ଗ, ଆସାମ, କେରଳ, ତାମିଲନାଡୁ ଓ ପୁଡୁଚେରୀ ପାଇଁ ନିର୍ବାଚନ ତାରିଖ ଘୋଷଣା

0

ନୂଆଦିଲ୍ଲୀ: ଚଳିତ ବର୍ଷ ୪ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ନିର୍ବାଚନ ହେବାକୁ ଯାଉଛି। ଏନେଇ ଆଜି ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାର ତାରିଖ ଘୋଷଣା କରିସାରିଛନ୍ତି।
ନିର୍ବାଚନ କମିଶନ ଆଜି ପଶ୍ଚିମବଙ୍ଗ, ଆସାମ, ତାମିଲନାଡୁ, କେରଳ ଏବଂ ପୁଡୁଚେରୀ ପାଇଁ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। କେବଳ ପଶ୍ଚିମବଙ୍ଗ ବ୍ୟତୀତ ଅନ୍ୟ ୪ ଟିରେ ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ବେଳେ ପଶ୍ଚିମବଙ୍ଗରେ ଦୁଇଟି ପର୍ଯ୍ୟାୟରେ ଭୋଟିଂ ହେବ। ଆସାମରେ ଓ କେରଳରେ ୯ ଏପ୍ରିଲ ଗୋଟିଏ ପର୍ଯ୍ୟାୟରେ ଭୋଟ ହେବ। ଏପ୍ରିଲ ୨୩ ଓ ୨୯ରେ ହେବ ନିର୍ବାଚନ।
ସେହିପରି, ତାମିଲନାଡୁରେ ୨୩ ଏପ୍ରିଲରେ ଗୋଟିଏ ପର୍ଯ୍ୟାୟରେ ହେବ। ପଡୁଚେରୀରେ ଏପ୍ରିଲ ୯ରେ ଗୋଟିଏ ପର୍ଯ୍ୟାୟରେ ଭୋଟ ହେବ। ସମସ୍ତ ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଫଳାଫଳ ମେ ୪ ତାରିଖରେ ଘୋଷଣା କରାଯିବ।

Leave A Reply

Your email address will not be published.