ପ୍ରମୁଖ ଖବର

ଆରଟିଓ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା କମ୍ପ୍ୟୁଟର ସହ ଗୁରୁତ୍ୱପୂର୍ଣ୍ଣ ଫାଇଲ୍‌
ପୋଷ୍ଟ-ଗ୍ରାଜୁଏଟ୍‌ ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା
+୨ ପରୀକ୍ଷାରେ ବଦଳିବ ନିୟମ, ଏଣିକି ଏକ୍ସ-ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ
ମିଶ୍ରିତ ପେଟ୍ରୋଲ ବିରୋଧରେ ସରକାରଙ୍କ କଡ଼ା ଆକ୍ସନ୍‌, ୨,୫୭୩ ପମ୍ପରେ ବନ୍ଦ ହେଲା ବିକ୍ରି
ଆଘାତ ଯୋଗୁଁ ଏସୀୟ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ନୀରଜ ଚୋପ୍ରା
ଇରାନ ଆମେରିକା ଯୁଦ୍ଧର ପ୍ରଭାବ: ପୁଣି ବଢ଼ିଲା ସିଏନଜି ଦର, ୪ ମାସରେ ୧୦ ଟଙ୍କା ମହଙ୍ଗା

ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ

0

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଛତିଶଗଡ଼ କ୍ୟାଡରର ୨୦୧୬ ବ୍ୟାଚର ଆଇଏଏସ ଅଧିକାରୀ ଡ଼. ରବି ମିତ୍ତଲଙ୍କୁ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (ପିଏମଓ)ରେ ଉପସଚିବ ଭାବରେ ନିଯୁକ୍ତ କରିଛି।

ଡ଼. ମିତ୍ତଲ ଜଣେ ଶାନ୍ତ ଓ ତୃଣମୂଳ ସ୍ତରରେ କାମ କରୁଥିବା ଅଧିକାରୀ ଭାବେ ପରିଚିତ। ସେ ଦିଲ୍ଲୀର ମୌଲାନା ଆଜାଦ ମେଡିକାଲ କଲେଜରୁ ଏମବିବିଏସ ଶିକ୍ଷା ସମାପ୍ତ କରି ପରେ ସିଭିଲ ସେବାରେ ଯୋଗ ଦେଇଥିଲେ। ସେ ପୂର୍ବରୁ ଯଶପୁର ଜିଲ୍ଲାର କଲେକ୍ଟର ଭାବରେ କାର୍ଯ୍ୟ କରିଥିବା ସହ ମହାସମୁନ୍ଦ, ରାଇଗଡ଼ ଓ ରାଇପୁରରେ ପଞ୍ଚାୟତ ସିଇଓ ଭାବେ ମଧ୍ୟ ଦାୟିତ୍ୱ ନିଭାଇଛନ୍ତି। ୨୦୧୮ରେ ସେ ବାଗିଚାର ଏସଡିଏମ ଭାବରେ କାମ କରିଥିଲେ।

Leave A Reply

Your email address will not be published.