ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

କେରଳରେ ବର୍ଷା ବିତ୍ପାତ: ୮ ମୃତ, ୮ ନିଖୋଜ

0

କେରଳ: କେରଳରେ ପ୍ରବଳ ବର୍ଷା, ଭୂସ୍ଖଳନ ଓ ଜଳବନ୍ଦୀ ସ୍ଥିତି ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ବର୍ଷା ବିତ୍ପାତରେ ୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ଓ ୮ ଜଣ ନିଖୋଜ ଅଛନ୍ତି। ୨୭ଟି ଘର ସମ୍ପୂର୍ଣ୍ଣ ଭାଙ୍ଗିଯାଇଥିବା ବେଳେ ୧୯୬ଟି ଘର ଆଂଶିକ କ୍ଷତିଗ୍ରସ୍ତ ହୋଇଛି। ୨୦୯ଟି ରିଲିଫ୍ ଶିବିରରେ ୫,୭୯୨ ଜଣଙ୍କୁ ଆଶ୍ରୟ ଦିଆଯାଇଛି। ପଥନମଥିଟ୍ଟା, ଇଡୁକ୍କି, ୱାୟନାଡ, କୋଟ୍ଟାୟମ୍, କୋଝିକୋଡ ଓ କାନ୍ନୁର ଜିଲ୍ଲା ସବୁଠୁ ଅଧିକ ପ୍ରଭାବିତ ହୋଇଥିବାବେଳେ କାନ୍ନୁରର ଆୟାଙ୍କୁନ୍ନୁରେ ସର୍ବାଧିକ ୩୨୦ ମିଲିମିଟର ବର୍ଷା ରେକର୍ଡ ହୋଇଛି।

Leave A Reply

Your email address will not be published.