ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

0

ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ହେବାକୁ ଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ଆସନ୍ତା ୧୧ ତାରିଖ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହେବ। କ୍ରେମ୍‌ଲିନ୍‌ ମୁଖପାତ୍ର ଡିମିଟ୍ରି ପେସ୍କୋଭ ମଙ୍ଗଳବାର ଏହି ସୂଚନା ଦେଇଛନ୍ତି।

ମସ୍କୋରୁ ଭର୍ଚୁଆଲି ଖବରଦାତାମାନଙ୍କୁ ସମ୍ବୋଧିତ କରି ପେସ୍କୋଭ କହିଛନ୍ତି ଯେ, ପୁଟିନ୍‌ଙ୍କ ନୂଆଦିଲ୍ଲୀ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଆଉ ଏକ ଦ୍ୱିପାକ୍ଷିକ ବୈଠକ ପାଇଁ ରୁଷିଆ ଅପେକ୍ଷା କରିଛି। ବ୍ରିକ୍ସ ସମ୍ମିଳନୀ ସହ ଏହି ବୈଠକ ଭାରତ-ରୁଷିଆ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜଭୁତ କରିବା ଦିଗରେ ଗୁରୁତ୍ୱ ବହନ କରିବ।

Leave A Reply

Your email address will not be published.