ପ୍ରମୁଖ ଖବର

ପ୍ରତିରକ୍ଷା କ୍ଷେତ୍ରରେ ୨.୧୨ ଲକ୍ଷ କୋଟିର କ୍ରୟ ପ୍ରସ୍ତାବକୁ ମଞ୍ଜୁରି
ଆର୍‌ଜି କର ମାମଲା: ସିବିଆଇ ବିରୋଧୀ ଅଭିଯାନରୁ ଦୂରେଇଲେ ପୀଡ଼ିତାଙ୍କ ମା’
ମୋଦୀଙ୍କ ପିତାଙ୍କୁ ନେଇ ଟିପ୍ପଣୀ ପ୍ରସଙ୍ଗ: କଂଗ୍ରେସକୁ ଟାର୍ଗେଟ୍‌ କଲେ ବିଜେପି ଅଧ୍ୟକ୍ଷ
ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ: ପୀୟୂଷ ଗୋୟଲ
ଏଣିକି E100 ଇନ୍ଧନରେ ଚାଲିବ ଗାଡ଼ି! ନିୟମରେ ସଂଶୋଧନ କଲେ କେନ୍ଦ୍ର ସରକାର
ନର୍ଥ ବ୍ଲକ୍‌ରେ ଅଗ୍ନିକାଣ୍ଡ, ନିଆଁ ଲିଭାଇଲେ ଅଗ୍ନିଶମ କର୍ମଚାରୀ
ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ ଅର୍ଣ୍ଣବ ‘

ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ

0

ସମ୍ବଲପୁର: ବୁଢ଼ାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଦ୍ରୁତଗତିରେ ବ୍ୟାପିବାରୁ ଅଳ୍ପ ସମୟ ମଧ୍ୟରେ ପୂଜା ପେଣ୍ଡାଲ ସମେତ ସମସ୍ତ ସାଜସଜ୍ଜା ଜଳି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡରେ ପୂଜା ମଣ୍ଡପର ବ୍ୟାପକ କ୍ଷୟକ୍ଷତି ହୋଇଥିବାବେଳେ ଘଟଣାସ୍ଥଳରେ କିଛି ସମୟ ପାଇଁ ଆତଙ୍କର ବାତାବରଣ ସୃଷ୍ଟି ହୋଇଥିଲା। ତେବେ ନିଆଁ ଲାଗିବାର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ।
ଖବର ପାଇ ଅଗ୍ନିଶମ ବାହିନୀର କର୍ମଚାରୀମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। ଦୀର୍ଘ ପ୍ରୟାସ ପରେ ନିଆଁକୁ ଆୟତ୍ତ କରାଯାଇଥିଲା। ଅଗ୍ନିକାଣ୍ଡର କାରଣ ନେଇ ତଦନ୍ତ ଜାରି ରହିଛି।

Leave A Reply

Your email address will not be published.