ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

୯ ହଜାର ବୋତଲ କଫ ସିରଫ ଜବତ, ଜଣେ ଗିରଫ

0

ସୋନପୁର: ସୋନପୁର ପୁଲିସକୁ ବଡ ସଫଳତା। ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ସାହାଜବାହାଲ ଗାଁ ନିକଟରୁ ବିପୁଳ ପରିମାଣର କଫ ସିରଫ ଜବତ ହୋଇଛି। ଘଟଣାରେ ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଥିବାବେଳେ, ଆଉ ୩ ଜଣ ଫେରାର ହୋଇଯାଇଛନ୍ତି।

୨ଟି ଗାଡ଼ିରେ କଫ ସିରଫ ଚାଲାଣ ହେଉଥିବା ବିଶ୍ଵସ୍ଥ ସୂତ୍ରରୁ ଖବର ପାଇ ଅଭିଯୁକ୍ତଙ୍କୁ ପିଛା କରିଥିଲା ସୋନପୁର ପୋଲିସ। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ବୋଲେରୋ ପିକଅପ୍ ଓ ହୋଣ୍ଡା ସିଭି କାରରୁ ୯ ହଜାର ବୋତଲ କଫ ସିରଫ ଜବତ କରାଯାଇଛି। ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ସାହାଜବାହାଲ ଗାଁ ନିକଟରୁ ବିପୁଳ ପରିମାଣର କଫ ସିରଫ ଜବତ ହୋଇଛି। ଘଟଣାରେ ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଥିବାବେଳେ, ଆଉ ୩ ଜଣ ଫେରାର ହୋଇଯାଇଛନ୍ତି।

୨ଟି ଗାଡ଼ିରେ କଫ ସିରଫ ଚାଲାଣ ହେଉଥିବା ବିଶ୍ଵସ୍ଥ ସୂତ୍ରରୁ ଖବର ପାଇ ଅଭିଯୁକ୍ତଙ୍କୁ ପିଛା କରିଥିଲା ସୋନପୁର ପୋଲିସ। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ବୋଲେରୋ ପିକଅପ୍ ଓ ହୋଣ୍ଡା ସିଭି କାରରୁ ୯ ହଜାର ବୋତଲ କଫ ସିରଫ ଜବତ କରାଯାଇଛି।

Leave A Reply

Your email address will not be published.