ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

କେବେ ଓ କେମିତି ହେବ ମାଟ୍ରିକ ପରୀକ୍ଷା?

0

ମାଟ୍ରିକ ପରୀକ୍ଷା ନେଇ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ବିସ୍ତୁତ ସୂଚନା ଦିଆଯାଇଛି । ଏପ୍ରିଲ ୨୯ରୁ ଆରମ୍ଭ ହୋଇ ମେ’ ୭ ଯାଏଁ ଚାଲିବ ପରୀକ୍ଷା । ସବମେଟିଭ ଆସେସମେଣ୍ଟ -୨ ପରୀକ୍ଷା ହେବ । ଏହି ସମେଟିଭ ଆସେସମେଣ୍ଟ -୨ ପରୀକ୍ଷା ସବୁ ଛାତ୍ରଛାତୀଙ୍କ ପାଇଁ ବାଧ୍ୟତାମୂଳକ କରାଯାଇଛି । ପରୀକ୍ଷାର ସମୟସୀମା ଓ କେବେ ହେବ ସେ ନେଇ ଆଜି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି ।


() ଚଳିତ ଥର ଦୁଇଟି ସିଟିଂରେ ପରୀକ୍ଷା ହେବ । ମାଟ୍ରିକ ଛାତ୍ରଛାତ୍ରୀ କେବଳ ପ୍ରଥମ ସିଟିଂରେ ପରୀକ୍ଷା ଦେବେ ।
() ମଧ୍ୟମା ଓ ଷ୍ଟେଟ ଓପନ ସ୍କୁଲ ଏକଜାମିନେସନ ସାର୍ଟିଫିକେଟ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କ କିଛି ପ୍ରାକ୍ଟିକାଲ ପରୀକ୍ଷା ଦ୍ୱିତୀୟ ସିଟିଂରେ ହେବ ।
() ସକାଳ ୮ରୁ ପ୍ରଥମ ସିଟିଂ ପରୀକ୍ଷା ଆରମ୍ଭ ହେବ
() ୨ ଘଣ୍ଟା ସମୟ ରହିବ
() କେବେଳ ଗଣିତ ପାଇଁ ଅଧିକ ୧୫ ମିନିଟ ଦିଆଯିବ ।
() ୮୦ ମାର୍କର ପରୀକ୍ଷା ହେବ ।
() ଭୋକେସନାଲ ଟ୍ରେଡସ ଓ ଟିଏଲଭିକୁ ଛାଡିଦେଲେ ଅନ୍ୟ ସମସ୍ତ ବିଷୟର ପରୀକ୍ଷା ୮୦ ମାର୍କର ହେବ
() ୫୦ ସଂକ୍ଷିପ୍ତ ଓ ଦୀର୍ଘ ଉ ରମୂଳକ ରହିବ
() ସଂକ୍ଷିପ୍ତ ଉତ୍ତରମୂଳକ ୫୦ ମାର୍କ ଓଏମଆର ସିଟ୍‌ରେ ପରୀକ୍ଷା ଦେବେ
()ଦୀର୍ଘ ଉତ୍ତରମୂଳକ ୩୦ ମାର୍କ ମିଳିଥିବା ବୁକଲେଟରେ ପରୀକ୍ଷା ଦେବେ ସେହିପରି ନବମ ଶ୍ରେଣୀର ସବମେଟିଭ-୨ ପରୀକ୍ଷା ଏପ୍ରିଲ ୧୩ରୁ ଆରମ୍ଭ ହୋଇ ୨୧ ଏପ୍ରିଲ ଯାଏଁ ଚାଲିବ । ପ୍ରଥମ ସିଟିଂ ୮ଟାରୁ ଆରମ୍ଭ ହେବ । ଦ୍ୱିତୀୟ ସିଟିଂ ୧୧ଟାରୁ ଆରମ୍ଭ ହେବ । ଏପ୍ରିଲ ୧୮ରୁ ୨୬ ଏପ୍ରିଲ ପର୍ଯ୍ୟନ୍ତ ମୂଲ୍ୟାଙ୍କନ ଆରମ୍ଭ ହେବ ।

Leave A Reply

Your email address will not be published.