ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ଗୁଳି ଫୁଟି ଥାନା ଅଧିକାରୀଙ୍କ ମୃତ୍ୟୁ

0

ଗୁଳି ଫୁଟି ଚାଲିଗଲା ଥାନା ବାବୁଙ୍କ ଜୀବନ । ଘରେ ରିଭଲଭର ସଫା କରୁଥିବା ସମୟରେ ଗୁଳିଫୁଟି ଭଞ୍ଜନଗର ଗାଙ୍ଗପୁର ଥାନା ଆଇଆଇସିଙ୍କ ମୃତ୍ୟୁ ହୋଇଛି । ଆଇଆଇସି ଦେବ କୁମାର ଗମାଙ୍ଗଙ୍କ ମୃତ୍ୟୁ ନେଇ ଗଞ୍ଜାମ ଏସପି ସୂଚନା ଦେଇଛନ୍ତି । ଦେବ କୁମାର ଗମାଙ୍ଗ ନିଜ ରିଭଲଭର ସଫା କରୁଥିଲେ । ଏହି ସମୟରେ ବନ୍ଧୁକରୁ ଗୁଳି ଫୁଟି ତାଙ୍କ ଦେହରେ ବାଜିଥିଲା । ଫଳରେ ତାଙ୍କୁ ତୁରନ୍ତ ଆସ୍କା ହସ୍ୱିଟାଲ ନିଆଯାଇଥିଲା । ହେଲେ ସେଠାରେ ଡାକ୍ତର ତାଙ୍କ ମୃତ ଘୋଷଣା କରିଥିଲେ । ଦୁଇଟି ଗୁଳି ତାଙ୍କ ଅ । ତଳେ ବାଜିଛି । ଗୁଳି ବାଜିବାରୁ ପ୍ରବଳ ରକ୍ତସ୍ରାବ ହୋଇଥିଲା । ଗଞ୍ଜାମ ଏସପି ଘଟଣା ସ୍ଥଳକୁ ଯାଇ ଯାଂଚ କରୁଛନ୍ତି ।

Leave A Reply

Your email address will not be published.