ପ୍ରମୁଖ ଖବର

ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍‌, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍‌’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍‌ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ

ଦମୟନ୍ତୀ ମାଝୀ କଟକ ଡେପୁଟି ମେୟର

0

ଦମୟନ୍ତୀ ମାଝି ହେଲେ କଟକର ଡେପୁଟି ମେୟର । ଦମୟନ୍ତୀ ମାଝୀ ଏକମାତ୍ର ଭାବେ ନାମାଙ୍କନ ଦାଖଲ କରିଥିବାରୁ କଟକ ମହାନଗର ନିଗମର ଡେପୁଟି ମେୟର ଭାବେ ସେ ନିର୍ବାଚିତ ହୋଇଛନ୍ତି । ବିଜେପି ଓ କଂଗ୍ରେସ ଡେପୁଟି ମେୟର ନିର୍ବାଚନକୁ ବର୍ଜନ କରିଥିଲେ । ତେଣ ଦମୟନ୍ତୀ ର୍ନିଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି । ସେପଟେ କଟକର ମେୟର ଭାବେ ସୁବାସ ସିଂହ ଆଜି ଶପଥ ନେଇଛନ୍ତି । ୫୯ ଜଣ କର୍ପୋରେଟର ମଧ୍ୟ ସୁବାସ ସିଂହଙ୍କ ସହ ଶପଥ ଗ୍ରହଣ କରିଛନ୍ତି । ଆଜି କଟକ ମହାନଗର ନିଗମର ଡେପୁଟି ମେୟର ସହ ଏନଏସି ଓ ପୌର ପରିଷଦ ଉପାଧ୍ୟକ୍ଷ ପାଇଁ ମତଦାନ ହୋଇଛି ।ସେହିପରି ଆସନ୍ତାକାଲି ବ୍ରହ୍ମପୁର ମହାନଗର ନିଗମ ଓ ୯ ତାରିଖରେ ଭୁବନେଶ୍ୱର ମହାନଗର ନିଗମ ଡେପୁଟି ମେୟର ପଦ ଲାଗି ମତଦାନ ହେବ ।

Leave A Reply

Your email address will not be published.