କୁଖ୍ୟାତ ଆତଙ୍କବାଦୀ ତଥା ୨୬/୧୧ ଆକ୍ରମଣର ମାଷ୍ଟର ମାଇଣ୍ଡ ହାଫିଜ୍ ସଇଦକୁ ସଜ୍ଜା। ଦୁଇଟି ମାମଲାରେ ୩୧ ବର୍ଷ ପାଇଁ ସଜ୍ୱା ଶୁଣାଇଛନ୍ତି ପାକିସ୍ତାନର ଆଣ୍ଟିଟେରର କୋର୍ଟ । ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜମାତ ଉଦ୍ ଦାୱା ଗ୍ରୁପର ମୁଖ୍ୟ ହେଉଛି ହାଫିଜ ସଇଦ । ୩୧ ବର୍ଷ ପାଇଁ ସଜ୍ୱା ସହ ସମସ୍ତ ସଇଦର ସମସ୍ତ ସମ୍ପତ୍ତି ଜବତ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।ଏଥିସହ ୩ଲକ୍ଷ ୪୦ ହଜାର ଟଙ୍କାର ଜରିମାନା କରାଯାଇଛି । ୨୦୧୯ ଜୁଲାଇ ୧୭ରେ ହାଫିଜ ସଇଦକୁ ଗିରଫ କରାଯାଇଥିଲା । ଏହା ପରେ ୨୦୨୦ରେ ତାକୁ ଆତଙ୍କବାଦୀ ନିରୋଧୀ ଅଦାଲତ ଦୁଇଟି ମାମଲାରେ ଦୋଷୀ ସାବ୍ୟସ୍ତ କରିବା ସହିତ ୧୧ ବର୍ଷ ପାଇଁ ସଜ୍ୱା ଶୁଣାଇଥିଲେ ।ଏବେ ତାକୁ ପାକିସ୍ତାନର ଆଣ୍ଟି ଟେରର କୋର୍ଟ ୧୧ ବର୍ଷ ପାଇଁ ସଜ୍ୱା ଶୁଣାଇଛନ୍ତି ।
ପ୍ରମୁଖ ଖବର
ନାମାଙ୍କନର ପରଦିନ ନିର୍ବାଚନରୁ ଓହରିଲେ ଭାଜପା ପ୍ରାର୍ଥୀ ଅଭିଷେକ ସିହ୍ନା
କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ, ନାମଲେଖା ଫି ଫେରସ୍ତ ପାଇବେ ଛାତ୍ରଛାତ୍ରୀ
ସୁପ୍ରିମକୋର୍ଟରେ ହଙ୍ଗାମା: ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍: ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକାଥରେ ୫ କିସ୍ତି
ପରୀକ୍ଷା ଦାବିରେ ମନ୍ତ୍ରୀଙ୍କ ପାଦତଳେ ପଡ଼ିଲେ ନର୍ସିଂ ଛାତ୍ରଛାତ୍ରୀ
ଏପ୍ରିଲ-ମେ’ରେ ପଞ୍ଚାୟତ ନିର୍ବାଚନ, ଘରକୁ ଘର ବୁଲି ପ୍ରସ୍ତୁତ ହେବ ଭୋଟର ତାଲିକା
ଗୁରୁଗ୍ରାମରେ ଏନକାଉଣ୍ଟର: ୪ ଗ୍ୟାଙ୍ଗଷ୍ଟର ନିହତ, ୩ ପୋଲିସ କର୍ମଚାରୀ ଆହତ
ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ବନ୍ୟା ପାଣିରେ ଭାସିଗଲା ୩ ହଜାର ଏଲପିଜି ସିଲିଣ୍ଡର