ଭୁବନେଶ୍ବର: ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ସୁବାସ ସିଂ ପଦ ଛାଡିବା ପରେ ହେବ ଉପନିର୍ବାଚନ । ଜୁନ୍ ୧୩ ତାରିଖରେ ହେବ ଉପନିର୍ବାଚନ । ମେ ୨୬ରେ ବିଧିବଦ୍ଧ ଭାବେ ପ୍ରକାଶ ପାଇବ ବିଜ୍ଞପ୍ତି । ଉପନିର୍ବାଚନ ପାଇଁ ମେ ୨୬ରୁ ଜୁନ୍ ୨ତାରିଖ ପର୍ଯ୍ୟନ୍ତ ଚାଲିବ ନାମାଙ୍କନ ଦାଖଲ ପ୍ରକ୍ରିୟା । ଜୁନ୍ ୩ରେ ନାମାଙ୍କନ ଯାଞ୍ଚ, ୬ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର କରିବାର ଅବଧୀ ରହିବ । ତେବେ ଜୁନ୍ ୧୩ରେ ସକାଳ ୯ଟାରୁ ଅପରାହ୍ନ ୪ଟା ଯାଏ ଭୋଟ ଗ୍ରହଣ ହେବ । ଜୁନ୍ ୧୩ତାରିଖ ଅପରାହ୍ନ ୫ଟାରେ ହେବ ଭୋଟ ଗଣତି । ତେବେ ଉପନିର୍ବାଚନରେ ନିର୍ବାଚିତ ସଦସ୍ୟ ୨୦୨୬ ଏପ୍ରିଲ ଯାଏଁ ରହିବେ ।
ପ୍ରମୁଖ ଖବର
ଏସ୍ଆଇ ପରୀକ୍ଷା ଘୋଟାଲା: ୧୧୯ ଜଣଙ୍କ ଜାମିନ୍ ଆବେଦନ ଖାରଜ
ଆଇପିଏସ୍ ଅଧିକାରୀ ଆତ୍ମହତ୍ୟା ମାମଲା, ଘରୁ ମିଳିଲା ୮ ପୃଷ୍ଠାର ସୁଇସାଇଡ୍ ନୋଟ
ରସାୟନ ବିଜ୍ଞାନରେ ନୋବେଲ ପାଇଁ ୩ ବୈଜ୍ଞାନିକଙ୍କ ନାମ ଘୋଷଣା
ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ, ୩ ଶ୍ରମିକ ମୃତ
ଭିଜିଲାନ୍ସ ଜାଲରେ ଓଏଏସ୍ ଅଧିକାରୀ