ପ୍ରମୁଖ ଖବର

ଆୟଠୁ ଅଧିକ ସମ୍ପତ୍ତି ଠୁଳ କରି ମହାକାଳପଡା ତହସିଲଦାର୍‌ ଗିରଫ
୭.୬ ତୀବ୍ରତାର ଭୂମିକମ୍ପରେ ଥରିଲା ଫିଲିପାଇନ୍ସ,
ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାର
ସମୁଦ୍ରରେ ବୁଡ଼ିଲା ମାଛଧରା ଡଙ୍ଗା, ଅଳ୍ପକେ ବଞ୍ଚିଲେ ୮ ମତ୍ସ୍ୟଜୀବୀ
ଓଡିଶା ଫେରିଲେ ନବୀନ ପଟ୍ଟନାୟକ

ଆଜି ସଧ୍ୟାରେ ନବୀନଙ୍କ କୋଭିଡ ସମୀକ୍ଷା ବୈଠକ

0

ଭୁବନେଶ୍ଵର; ସନ୍ଧ୍ୟାରେ କୋଭିଡ୍ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟ ସଚିବ, ସ୍ଵାସ୍ଥ୍ୟ ସଚିବ ଓ ଉନ୍ନୟନ କମିଶନର ଏହି ସମୀକ୍ଷା ବୈଠକରେ ଉପସ୍ଥିତ ରହିବେ।

ପ୍ରକାଶ ଥାଉକି, ରାଜ୍ୟରେ ହୁହୁ ହୋଇ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦୪ ଜଣ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି। ଯାହାକୁ ନେଇ ସରକାର ଚିନ୍ତାରେ ପଡ଼ିଯାଇଛନ୍ତି। କରୋନାର ସମ୍ଭାବ୍ୟ ଚତୁର୍ଥ ଲହର ମୁକାବିଲା ପାଇଁ ଆଜି ମୁଖ୍ୟମନ୍ତ୍ରୀ ସନ୍ଧ୍ୟାରେ ସମୀକ୍ଷା ବୈଠକ ଡାକିଛନ୍ତି। ଏହି ବୈଠକରେ କୌଣସି ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ ବୋଲି ଅନୁମାନ କରାଯାଉଛି।

Leave A Reply

Your email address will not be published.