ପ୍ରମୁଖ ଖବର

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଟେଣ୍ଟ, ୩ ମୃତ
ଇବୋଲାକୁ ନେଇ ସତର୍କ ଭାରତ, ସମସ୍ତ ରାଜ୍ୟ ସହ କେନ୍ଦ୍ରର ସମୀକ୍ଷା ବୈଠକ
ଝାରସୁଗୁଡ଼ା ଡିଏଚଏଚରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୩ ଗିରଫ
ପଶ୍ଚିମବଙ୍ଗର ସମସ୍ତ ମଦ୍ରାସାରେ ‘ବନ୍ଦେ ମାତରମ୍’ ଗାନ ବାଧ୍ୟତାମୂଳକ
ପାକିସ୍ତାନରେ ପୁଲୱାମା ଆକ୍ରମଣର ମାଷ୍ଟରମାଇଣ୍ଡ ହମଜା ବୁରହାନ ନିହତ
ଝିଅକୁ ହତ୍ୟା କରି ଖଣ୍ଡ ଖଣ୍ଡ କଲା ବାପା, ଟ୍ରେନରେ ଛାଡିଦେଲା ମୃତଦେହ
ପେଟ୍ରୋଲ-ଡିଜେଲ ଦର ବୃଦ୍ଧିର ପ୍ରଭାବ: ମହଙ୍ଗା ହେଲା ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ
ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି, ଡିଜିପିଙ୍କ ଉଚ୍ଚସ୍ତରୀୟ ବୈଠକ

ସଂସଦ ଅଧିବେଶନରେ ବିଜେଡି ଉଠେଇବ ସ୍ବତନ୍ତ୍ର ପାହ୍ୟା ପ୍ରସଙ୍ଗ

0

ଭୁବନେଶ୍ବର: ସଂସଦରେ ବିଜେଡି ପୁଣି ଥରେ ଉଠାଇବ ସ୍ୱତନ୍ତ୍ର ପାହ୍ୟା ପ୍ରସଙ୍ଗ। ଏହା ସହ ଉଷୁନା ଚାଉଳ ଉଠେଇବା, ଫନିରେ କ୍ଷତିଗ୍ରସ୍ତ ପରିବାରକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଯୋଗାଇ ଦେବା, ରେଳବାଇ କ୍ଷେତ୍ରରେ ଅବହେଳା, କୋଇଲା ରୟାଲଟି ଆଦି ପ୍ରସଙ୍ଗ ବିଜୁ ଜନତା ଦଳ ଉଠେଇବ। ୧୮ ତାରିଖରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେଉଛି। ତା ପୂର୍ଵରୁ ସାଂସଦମାନଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେହିପରି ଓଡ଼ିଶାର ମାଟିର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ପୂର୍ଣ୍ଣ ସମର୍ଥନ ଦେବା ପାଇଁ କହିଛନ୍ତି। ଭର୍ଚୁଆଲ ବୈଠକରେ ସାମିଲ ହୋଇ ସାଂସଦମାନଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହା କହିଛନ୍ତି।

Leave A Reply

Your email address will not be published.