ଆସନ୍ତାକାଲି ତା୩.୮.୨୦୨୨ ରିଖ ବୁଧବାର,ଶ୍ରାବଣ-ଶୁକ୍ଳ ପଞ୍ଚମୀ ମଳତିଥିରେ ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ସର୍ବସାଧାରଣ ଦର୍ଶନ ଆପାତତଃ ଅପରାହ୍ନ ଘ. ୫.୦୦ ରୁ ରାତ୍ର ଘ.୯.୦୦ ଟା ପର୍ଯ୍ୟନ୍ତ ବନ୍ଦ ରହିବ ।
ପ୍ରମୁଖ ଖବର
ପୁରୀ ଜିଲ୍ଲାପାଳଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା, ଜବାବ ତଲବ କଲେ ହାଇକୋର୍ଟ
ଅଦାଲତ ଅବମାନନା ମାମଲାରୁ ଉଷା ପାଢ଼ୀଙ୍କୁ ମିଳିଲା ଆଶ୍ୱସ୍ତି
ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ
ବ୍ୟାନ ହେବନି ପାନ ମସଲା: ସ୍ପଷ୍ଟୀକରଣ ରଖିଲା ସ୍ବାସ୍ଥ୍ୟ ବିଭାଗ
ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ସରକାର
ଖୁବ୍ଶୀଘ୍ର ଖୁଲାସା ହେବ ନବ ଦାସ ହତ୍ୟା ମାମଲା : ଆଇନ ମନ୍ତ୍ରୀ
ମା’ ବିରଜାଙ୍କ ଆଶୀର୍ବାଦ ନେବେ ରାଷ୍ଟ୍ରପତି, ନାଭିଗୟାରେ କରିବେ ପିଣ୍ଡଦାନ