ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ବର୍ଷା ସମ୍ପର୍କରେ ପାଣିପାଗ ବିଭାଗ ଦେଲା ବଡ଼ ସୂଚନା

0

ଭୁବନେଶ୍ୱର: ୧୯ ଅଗଷ୍ଟ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ଆସନ୍ତାକାଲି ଅର୍ଥାତ ୧୮ ତାରିଖରୁ ବଢିବ ବର୍ଷାର ବିସ୍ତୃତି। ୧୯ ଏବଂ ୨୦ ରେ ବଢିବ ବର୍ଷାର ପରିମାଣ ବୃଦ୍ଧି ପାଇବ।ପ୍ରାରମ୍ଭିକ ଭାବେ ୧୮ ରେ ପ୍ରବଳ ବର୍ଷା ପାଇଁ ବିଭାଗ ସତର୍କ କରିଛି। ତେବେ ୧୯ ଏବଂ ୨୦ ରେ ଅତି ପ୍ରବଳ ବର୍ଷା ପାଇଁ ୟେଲୋ ରଙ୍ଗର ସତର୍କ ସୂଚନା ଜାରି ହୋଇଛି।

ଉଲ୍ଲେଖଯୋଗ୍ୟ: ପ୍ରବଳ ବର୍ଷା ଯୋଗୁଁ ବଡ଼ ବନ୍ୟା ହେବା ଆଶଙ୍କା ଥିବା ବେଳେ ଚିନ୍ତା ବଢ଼ାଇଛି ଆଉ ଏକ ଲଘୁଚାପ । ଏନେଇ ପାଣିପାଗ ବିଭାଗର ପୂର୍ବାନୁମାନ କରିଛି । ବର୍ଷାର ପ୍ରକୋପ କମିଥିବା ବେଳେ ଆସନ୍ତାକାଲି ମଧ୍ୟାହ୍ନଠୁ ବର୍ଷା ପୁଣି ଆରମ୍ଭ ହେବ । କାରଣ ୧୯ ତାରିଖ ବେଳକୁ ଆଉ ଏକ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏହି ଲଘୁଚାପ ସୃଷ୍ଟି ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ୧୮ ଓ ୧୯ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି ।

Leave A Reply

Your email address will not be published.