ପ୍ରମୁଖ ଖବର

ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍‌ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା

ବଢ଼ିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

0
  • ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି
  • ପିଚ୍ଛିଲା ଭାବେ ଜାନୁଆରୀ ୨୦୨୨ରୁ ଲାଗୁ ହେବ

ଭୁବନେଶ୍ବର; ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧ ପ୍ରତିଶତରୁ ୩୪ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ୧.୧.୨୦୨୨ରୁ ପିଚ୍ଛିଲା ଭାବରେ ଲାଗୁ କରାଯାଇଛି। ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି।କର୍ମଚାରୀ ଓ ପେନସନ ଭୋଗୀମାନେ ଚଳିତ ମାସର ଦରମାରେ ଏହି ବର୍ଦ୍ଧିତ ଭତ୍ତା ପାଇବା ସହିତ ୨୦୨୨ ଜାନୁଆରୀରୁ ଅଗଷ୍ଟ ପର୍ଯନ୍ତ ବକେୟା ଭତ୍ତା ଅଲଗା ଭାବେ ପ୍ରଦାନ କରାଯିବ। ଏହାଦ୍ବାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନସନ ଭୋଗୀ ଉପକୃତ ହେବେ।

Leave A Reply

Your email address will not be published.