ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ରେଳ କର୍ମଚାରୀଙ୍କୁ ଦୀପାବଳି ଭେଟି !

0
  • ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍‌
  • ରେଳ କର୍ମଚାରୀଙ୍କୁ ଦୀପାବଳି ଭେଟି !
  • ୭୮ ଦିନର ଘୋଷଣା ହେଲା ବୋନସ୍‌
  • ବୋନସ ପାଇଁ ଖର୍ଚ୍ଚ ହେବ ୧୮୩୨ କୋଟି

ନୂଆଦିଲ୍ଲୀ: ଦିପାବଳୀ ଉପଲକ୍ଷେ ରେଳ କର୍ମଚାରୀଙ୍କୁ ବଡ ଉପହାର ଭେଟି ଦେଇଛନ୍ତି କେନ୍ଦ୍ର ସରକାର । କେନ୍ଦ୍ର ମନ୍ତ୍ରୀମଣ୍ଡଳ ତରଫରୁ ରେଳ କର୍ମଚାରୀଙ୍କୁ ୭୮ ଦିନର ଦରମା ବୋନସ ଆକାରରେ ଦେବାକୁ ଘୋଷଣା କରାଯାଇଛି । ରେଳ କର୍ମଚାରୀଙ୍କୁ ସର୍ବାଧିକ ୧୭, ୯୫୧ ଟଙ୍କା ପର୍ଯ୍ୟନ୍ତ ବୋନସ ପ୍ରଦାନ କରାଯିବ । ଏହାଦ୍ୱାରା ରେଲୱେର ୧୧.୨୭ ଲକ୍ଷ କର୍ମଚାରୀ ୧୮୩୨ କୋଟି ଟଙ୍କା ବୋନସ ପାଇବେ । ୭୮ ଦିନ ହିସାବରେ କର୍ମଚାରୀମାନଙ୍କୁ ୧୭,୯୫୧ ଟଙ୍କା ବୋନସ୍‌ ରାଶି ପ୍ରଦାନ କରାଯିବ । ଫଳରେ ରେଳବାଇର ପ୍ରାୟ ୧୧ ଲକ୍ଷ ୨୭ ହଜାର କର୍ମଚାରୀ ଏହା ଦ୍ୱାରା ଉପକୃତ ହେବେ ।

ଗତବର୍ଷ ବି କେନ୍ଦ୍ର ସରକାର ରେଳ କର୍ମଚାରୀଙ୍କୁ ୭୮ ଦିନର ଦରମା ହିସାବରେ ବୋନସ ଦେଇଥିଲେ । ଏ ସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି। ତେବେ ଟ୍ରାକ ମେଣ୍ଟନର୍ସ, ଡ୍ରାଇଭର୍ସ, ଗାର୍ଡ, ଷ୍ଟେସନ ମାଷ୍ଟର, ସୁପରଭାଇଜର ଟେକ୍ନିସିଆନ, ଟେକ୍ନିକାଲ ହେଲପର, କଣ୍ଟ୍ରୋଲର ଓ ଗ୍ରୁପ ସି’ର ସବୁ କର୍ମଚାରୀ ଏହି ବୋନସ ପାଇବେ ।

Leave A Reply

Your email address will not be published.