ବଲାଙ୍ଗୀର: ବଲାଙ୍ଗୀର ପାଟଣାଗଡ଼ ସ୍ଥିତ ବାଲିପାଟଣାରେ ପାଗଳ କୁକୁର କାମୁଡ଼ାରେ ୩ବର୍ଷର ଶିଶୁ କନ୍ୟା ମୃତ ।ଶିଶୁଟି ଘର ବାହାରେ ଖେଳୁଥିବା ବେଳେ କୁକୁରଟି ତାକୁ କାମୁଡି କ୍ଷତାକ୍ତ କରିଦେଇଥିଲା। ଗୁରୁତର ଅବସ୍ଥାରେ ଶିଶୁକନ୍ୟାକୁ ସ୍ଥାନୀୟ ପାଟଣାଗଡ଼ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଶିଶୁଟି ମୃତ୍ୟୁବରଣ କରିଛି। ଶିଶୁଟିର ମୃତ୍ୟୁ ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ତେବେ କେବଳ ଶିଶୁଟିକୁ ନୁହେଁ ଉକ୍ତ ପାଗଳା କୁକୁର କାମୁଡାରେ ଆଉ ୧୨ଜଣ ଲୋକ ଆହତ ହୋଇଥିବା ସୂଚନା ।
ପ୍ରମୁଖ ଖବର
ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍ ଟାଇଫସ୍ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍ ରିଲିଫ୍ ସାମଗ୍ରୀ ପଠାଇଲା ଭାରତ