ପ୍ରମୁଖ ଖବର

ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍‌, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍‌’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍‌ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ

ଗଡିଲା ଚତୁର୍ଥ ବନ୍ଦେ ଭାରତ ଏକ୍ସପ୍ରେସ

0

ନୂଆଦିଲ୍ଲୀ: ଆରମ୍ଭ ହେଲା ଚତୁର୍ଥ ବନ୍ଦେ ଭାରତ ଏକ୍ସପ୍ରେସ । ଏହାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମାଦୀ । ଏହା ହେଉଛି ହିମାଚଳ ପ୍ରଦେଶରୁ ଚାଲୁଥିବା ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ । ବନ୍ଦେ ଭାରତ ଏକ୍ସପ୍ରେସ ହିମାଚଳ ପ୍ରଦେଶର ଅମ୍ବ ଅଦୌରାରୁ ଦିଲ୍ଲୀ ଯାଏଁ ଚାଲିବ । ଏହା ହିମାଚଳରୁ ଦିଲ୍ଲୀ ଯାତ୍ରା କରିବାକୁ ୫ ଘଂଟା ସମୟ ଲାଗିବ । ସେହିପରି ଦିଲ୍ଲୀରୁ ଚଣ୍ଡିଗଡକୁ ମାତ୍ର ୩ ଘଂଟା ଲାଗିବ । ପୂର୍ବ ଅପେକ୍ଷା ଅଧିକ ଅପଡେଟ୍ ଓ ହାଲୁକା ହୋଇଥିବା ଯୋଗୁଁ କମ୍ ସମୟରେ ଅଧିକ ବେଗରେ ଗତି କରିବ । ମାତ୍ର ୫୨ ସେକେଣ୍ଡରେ ଏହା ଘଂଟା ପ୍ରତି ୧୦୦ କିଲୋମିଟର ବେଗରେ ଗତି କରିବ । ବୁଧବାର ବ୍ୟତୀତ ସପ୍ତାହର ଅନ୍ୟ ଦିନ ମାନଙ୍କରେ ଚାଲିବ ଏହି ଟ୍ରେନ । ଏହା ପୂର୍ବରୁ ମୋଦି ୩୦ ସେପ୍ଟେମ୍ବରରେ ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଥିଲେ ।

Leave A Reply

Your email address will not be published.