ଭୁବନେଶ୍ୱର; ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଆସନ୍ତା କାଲି ଅକ୍ଟୋବର ୧୬ ତାରିଖ ରେ ରବିବାର ଦିନ ପଡୁଛି । ତେବେ ମୁଖ୍ୟମନ୍ତ୍ରୀ ମେକ ଇନ୍ ଓଡିଶା କାର୍ଯ୍ୟକ୍ରମ ପାଇଁ ରବିବାର ହାଇଦ୍ରାବାଦ ଗସ୍ତରେ ଯାଉଥିବାରୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ ଆସିବାକୁ ସେ ଶୁଭେଛୁ ମାନଙ୍କୁ ଅନୁରୋଧ କରିଛନ୍ତି । ଓଡ଼ିଶା ବାସୀଙ୍କ ସ୍ନେହ, ଶ୍ରଦ୍ଧା ଓ ଆଶୀର୍ବାଦ ପାଇଁ ସେ ସବୁବେଳେ ୠଣୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ପ୍ରମୁଖ ଖବର
ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ