ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

ବଢ଼ିଲା ଓଟିଇଟି ପାଇଁ ଆବେଦନ ତାରିଖ

0

କଟକ,୨୦/୧୦: ଶିକ୍ଷକ ଯୋଗ୍ୟତା ପରୀକ୍ଷା ବା ଓଟିଇଟିର ଆବେଦନ ସମୟ ସୀମାକୁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି । ଗତ ୧୦ ତାରିଖରୁ ଅନ୍‌ଲାଇନ୍‌ରେ ଆରମ୍ଭ ହୋଇଥିବା ଏହି ଆବେଦନ ପ୍ରକ୍ରିୟାର ଶେଷ ଦିନ ଅକ୍ଟୋବର ୧୯ ତାରିଖ ରାତି ୧୧ଟା ୪୫ ମିନିଟ୍‌ ପର୍ଯ୍ୟନ୍ତ ଥିଲା । ଉକ୍ତ ପରୀକ୍ଷା ଲାଗି ଅନେକ ପ୍ରାର୍ଥୀ ଆବେଦନ କରିପାରି ନଥିବାରୁ ବୋର୍ଡ ଏହାକୁ ବିଚାରକୁ ନେଇ ଆସନ୍ତା ୨୬ ତାରିଖ ଯାଏ ଘୁଞ୍ଚାଇ ଥିବା ସୂଚନା ମିଳିଛି । ଏନେଇ ବୁଧବାର ବୋର୍ଡ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ।

ସୂଚନାଯୋଗ୍ୟ, ଚଳିତ ବର୍ଷ ପ୍ରାର୍ଥୀମାନେ ନିଜ ସ୍ଥାୟୀ ଠିକଣା କିମ୍ବା ସେମାନଙ୍କ ଯୋଗାଯୋଗ ଠିକଣା ଥିବା ଜିଲ୍ଲାରେ ପରୀକ୍ଷା ଦେଇପାରିବେ ନାହିଁ ବୋଲି ବୋର୍ଡ଼ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।

Leave A Reply

Your email address will not be published.