ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ଅକ୍ଟୋବର ୨୫, ସରକାରୀ ଛୁଟି ଘୋଷଣା କଲେ ରାଜ୍ୟ ସରକାର

0

ଭୁବନେଶ୍ବର; ଅକ୍ଟୋବର ୨୫ ତାରିଖକୁ ସରକାରୀ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ଏହି ତାରିଖରେ ସୂର୍ଯ୍ୟପରାଗ ପଡୁଥିବାରୁ ଉକ୍ତ ଦିନକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି । ମଙ୍ଗଳବାର ଦିନ ରାଜ୍ୟର ସମସ୍ତ ସରକାରୀ ଅଫିସ, ସ୍କୁଲ କଲେଜ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ତା ସହିତ ରାଜସ୍ୱ ବିଭାଗୀୟ କୋର୍ଟ, ବ୍ୟାଙ୍କ୍ ଓ ଅନ୍ୟ ସମସ୍ତ ବ୍ୟାଙ୍କିଙ୍ଗ୍ ଇନଷ୍ଟିଚ୍ୟୁସନ୍ ମଧ୍ୟ ଏହିଦିନ ବନ୍ଦ ରହିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି।

Leave A Reply

Your email address will not be published.