ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ବିଜାପୁର ଏନକାଉଣ୍ଟରରେ ଟିଳିଲେ ୩ ନକ୍ସଲ

0

ଛତିଶଗଡ; ଛତିଶଗଡ଼ରେ ପୁଣି ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ । ବିଜାପୁର ଜଙ୍ଗଲରେ ସୁରକ୍ଷାବାହିନୀ ଓ ନକ୍ସଲଙ୍କ ମଧ୍ୟରେ ହୋଇଛି ଗୁଳିବିନିମୟ । ଉଭୟ ପକ୍ଷରୁ ଗୁଳିବିନିମୟ ବେଳେ ୩ ମାଓବାଦୀ ନିହତ ହୋଇଛନ୍ତି । ସିଆରପିଏଫ, ଡିଆରଜି ଓ ଏସଟିଏଫ୍ ଯବାନଙ୍କ ମିଳିତ କମ୍ବିଂ ଅପରେସନ ବେଳେ ହୋଇଥିଲା ଏନକାଉଣ୍ଟର । ଏହି ଏନକାଉଣ୍ଟରରେ ୩ ନକ୍ସଲ ନିପାତ ହୋଇଥିବା ବେଳେ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଥିବା ବିଜାପୁର ଏସପି ସୂଚନା ଦେଇଛନ୍ତି । ସୂଚନା ଅନୁଯାୟୀ ମିରତୁର୍‌ ଥାନା ଅଧୀନ ବିଜାପୁର ଜଙ୍ଗଲରେ ନକ୍ସଲ ଥିବା ସୂଚନା ମିଳିବା ପରେ ଆରମ୍ଭ ହୋଇଥିଲା ଅପରେସନ । ତେବେ ଏବେବି ଜାରି ରହିଛି ସର୍ଚ୍ଚ ଅପରେସନ

Leave A Reply

Your email address will not be published.