ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ରାଉରକେଲାରେ ଗଡିବ ‘ମୋ ବସ୍’

0

ରାଉରକେଲା; ଭୁବନେଶ୍ୱର, କଟକ ଓ ପୁରୀ ପରେ ଏଣିକି ଇସ୍ପାତ ନଗରୀରେ ଗଡ଼ିବ ମୋ ବସ୍ । ହକି ବିଶ୍ୱକପ ପୂର୍ବରୁ ମୋ ବସ ସେବାରେ ସାମିଲ ହେବ ଅଧିକ ୩୦ଟି ବସ୍‌ । ୩୦ଟି ପ୍ରଦୂଷଣ ମୁକ୍ତ ତଥା ଶୀତତାପ ନିୟନ୍ତ୍ରିତ ଇକେକ୍ଟ୍ରିକ ବସ୍‌। ବିଶ୍ବକପ୍ ପୂର୍ବରୁ ୨୫ଟି ବସ୍ କ୍ରୁଟ ପକ୍ଷରୁ ରାଉରକେଲାକୁ ପଠାଯିବ । ୯ଟି ବସ ଆସି ସାରିଥିବା ବେଳେ ଅବଶିଷ୍ଟ ୨୧ଟି ବସ୍‌ ଡିସେମ୍ବର ଶେଷ ସୁଦ୍ଧା ଆସିବ। ହକି ମ୍ୟାଚ୍‌ ଦିନ ଟିକେଟ ଥିବା ଯାତ୍ରୀଙ୍କ ପାଇଁ ଷ୍ଟାଡିୟମକୁ ମୋ ବସ ସେବା ସମ୍ପୂର୍ଣ୍ଣ ମାଗଣା ଯୋଗାଇବାକୁ ଚିନ୍ତା କରୁଛି କ୍ରୁଟ। ଏନେଇ ସୂଚନା ଦେଇଛନ୍ତି କ୍ରୁଟ ମହାପ୍ରବନ୍ଧକ ଦୀପ୍ତି ମହାପାତ୍ର ।

Leave A Reply

Your email address will not be published.