ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଫେବୃଆରୀରୁ ହେବ ସିବିଏସଇ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷା

0

ନୂଆଦିଲ୍ଲୀ; ଆସନ୍ତା ଫେବ୍ରୁଆରୀରୁ ଆରମ୍ଭ ହେବ ସିବିଏସଇ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷା । ଏନେଇ ସିବିଏସଇ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଦଶମ ଶ୍ରେଣୀ ପରୀକ୍ଷା ଫେବ୍ରୁଆରୀ ୧୫ରୁ ୨୧ ମାର୍ଚ୍ଚ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା ୧୫ ଫେବ୍ରୁଆରୀରୁ ୫ ଏପ୍ରିଲ ଯାଏଁ ଚାଲିବ ।

ସକାଳ ୧୦ଟା ୩୦ରୁ ପରୀକ୍ଷା ଆରମ୍ଭ ହେବ । ଏଥିପାଇଁ ସେଣ୍ଟ୍ରାଲ ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେସନ ବା ସିବିଏସଇ ପକ୍ଷରୁ ଡାଟାସିଟ୍ ପ୍ରକାଶ ପାଇଛି । ଛାତ୍ରଛାତ୍ରୀ cbse.nic.inକୁ ଯାଇ ଡାଟାସିଟକୁ ଡାଉନଲୋଡ କରିପାରିବେ । ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ପରୀକ୍ଷା ମଧ୍ୟରେ ପର୍ଯ୍ୟାପ୍ତ ସମୟ ଦିଆଯାଇଥିବା କୁହାଯାଇଛି ।

Leave A Reply

Your email address will not be published.