ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ମାର୍ଚ୍ଚ ୧ରୁ ଆରମ୍ଭ ଯୁକ୍ତ ଦୁଇ ପରୀକ୍ଷା

0

ମାର୍ଚ୍ଚ ପହିଲାରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ଯୁକ୍ତ ୨ ବିଜ୍ଞାନ, କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଆରମ୍ଭ ହେବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ମାର୍ଚ୍ଚ ୧ ତାରିଖରୁ ବିଜ୍ଞାନ ପରୀକ୍ଷା ହେବାକୁ ଥିବାବେଳେ ୨ ତାରିଖରୁ କଳା ଓ ବାଣିଜ୍ୟ ଏବଂ ୩ ତାରିଖରୁ ଧନ୍ଦାମୂଳକ ପରୀକ୍ଷା ହେବ । ସକାଳ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ତେବେ ପରୀକ୍ଷାର ଅଧଘଣ୍ଟା ଆଗରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ ଛାତ୍ରଛାତ୍ରୀ । ୧୫ମିନିଟ ଆଗରୁ ମିଳିବ ଉତ୍ତରଖାତା ଓ ୯ଟା ୫୫ରେ ମିଳିବ ପ୍ରଶ୍ନପତ୍ର । ପ୍ରଥମ ଦିନ ମାତୃଭାଷା ବିଷୟରେ ପରୀକ୍ଷା ହେବ । ସିସିଟିଭି ନିୟନ୍ତ୍ରଣରେ ରହିବ ପରୀକ୍ଷା କେନ୍ଦ୍ର । ଫେବ୍ରୁଆରୀ ୧ରୁ ୧୦ତାରିଖ ଯାଏ ପ୍ରାକ୍ଟିକାଲ୍ ପରୀକ୍ଷା ହେବ । କୋଭିଡ୍ ଗାଇଡ୍ ଲାଇନ୍ ଅନୁଯାୟୀ ପରୀକ୍ଷା ପରିଚାଳନା ହେବ ।

Leave A Reply

Your email address will not be published.