ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ରେଲୱେ ଅଧିକାରୀଙ୍କ ଘରେ ସିବିଆଇ ଚଢ଼ାଉ

0

ଭୁବନେଶ୍ୱର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଣେ ରେଲୱେ ଅଧିକାରୀଙ୍କ ଘରେ ସିବିଆଇ ଚଢ଼ାଉ କରୁଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଳବାଇର କାର୍ଯ୍ୟରତ ଅଫିସରଙ୍କ ଭୁବନେଶ୍ୱର ସମେତ ମୋଟ ୪ଟି ଜାଗାରେ ଚଢ଼ାଉ କରୁଛି ସିବିଆଇ। ଭୁବନେଶ୍ୱରର ୨ଟି, କଟକ ଓ ଜଗତସିଂହପୁରର ଗୋଟିଏ ଲେଖାଏ ଜାଗାରେ ଏକକାଳୀନ ଚଢ଼ାଉ କରୁଛି ସିବିଆଇର ୫ଟି ଟିମ ।

ଉଲ୍ଲେଖଯୋଗ୍ୟ; ପି.କେ ଜେନା ଆୟଠୁ ଅଧିକ ସମ୍ପତ୍ତି ଠୁଳ କରିବା ଅଭିଯୋଗ ହେବା ପରେ ଆଜି ସକାଳୁ ତାଙ୍କ ଘରେ ପଶିଛି ସିବିଆଇ ଟିମ୍‌। ସିବିଆଇ ଟିମ୍‌ ଭୁବନେଶ୍ୱରର ୨ଟି ଜାଗା ସମେତ କଟକ ଓ ଜଗତସିଂହପୁରରେ ବି ଚଢ଼ାଉ କରିଛି। ଚଢ଼ାଉ ସମୟରେ ପି.କେ ଜେନାଙ୍କ ଘରୁ  କିଛି କାଗଜପତ୍ର ଓ ନଗଦ ଟଙ୍କା, ବ୍ୟାଙ୍କ ଦସ୍ତାବିଜ, ପାସପୋର୍ଟ ଆଦ ଜବତ ହୋଇଥିବା ସୂଚନା ମିଳିଛି।

Leave A Reply

Your email address will not be published.