ପ୍ରମୁଖ ଖବର

ଏସ୍‌ଆଇ ପରୀକ୍ଷା ଘୋଟାଲା: ୧୧୯ ଜଣଙ୍କ ଜାମିନ୍ ଆବେଦନ ଖାରଜ
ଆଇପିଏସ୍‍ ଅଧିକାରୀ ଆତ୍ମହତ୍ୟା ମାମଲା, ଘରୁ ମିଳିଲା ୮ ପୃଷ୍ଠାର ସୁଇସାଇଡ୍ ନୋଟ
ରସାୟନ ବିଜ୍ଞାନରେ ନୋବେଲ ପାଇଁ ୩ ବୈଜ୍ଞାନିକଙ୍କ ନାମ ଘୋଷଣା
ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ, ୩ ଶ୍ରମିକ ମୃତ
ଭିଜିଲାନ୍ସ ଜାଲରେ ଓଏଏସ୍‌ ଅଧିକାରୀ

ମୃତକ ଙ୍କ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା

0

ଭୁବନେଶ୍ବର; ଆଜି ମକର ମେଳା ରେ କଟକ ଜିଲ୍ଲା ବଡ଼ମ୍ବା ନୃସିଂହନାଥ ପୀଠରେ ଦଳାଚକଟା ରେ ଜଣେ ମହିଳାଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ପାଞ୍ଚ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

ଏହି ଘଟଣାରେ ଆହତ ମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ଆହତ ଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Leave A Reply

Your email address will not be published.