ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଆସନ୍ତା ୧୯ରୁ ରାଜ୍ୟରେ ଆରମ୍ଭ ହେବ କରୋନା ଟିକାକରଣ

0

ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ଆରମ୍ଭ ହେବ କରୋନା ଟିକାକରଣ। ଆସନ୍ତା ୧୯ରୁ ରାଜ୍ୟରେ ଏହି ଅଭିଯାନ ଆରମ୍ଭ ହେବ। ନିର୍ଦ୍ଦିଷ୍ଟ ସରକାରୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପୂର୍ବ ପରି ଏହି ଟିକାକରଣ କରାଯିବ। ଏନେଇ ଆଜି ଟ୍ୱିଟ୍‌ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

‍‍ବିଭାଗ ପକ୍ଷରୁ କୁହାଯାଇଛି, ରାଜ୍ୟର ସମସ୍ତ ଜିଲ୍ଲା, ସହରାଞ୍ଚଳ, ଗୋଷ୍ଠୀ ଓ ପ୍ରାଥମିକ ଡାକ୍ତରଖାନାରେ ଭ୍ୟାକସିନ୍ ଦିଆଯିବ। ଯେଉଁମାନେ ଦ୍ୱିତୀୟ ଓ ପ୍ରିକସନ୍ ଡୋଜ୍ ନେଇ ନାହାନ୍ତି, ସେମାନେ ଏହି ଟିକା ନେଇପାରିବେ। ଏହି ସ୍ୱାସ୍ଥ୍ୟକେନ୍ଦ୍ରଗୁଡ଼ିକରେ କେବଳ କୋଭିସିଲ୍ଡ ଟିକା ଉପଲବ୍ଧ ହେବ। ଯେଉଁ ସବୁ ଲୋକେ କୋଭିସିଲ୍ଡ ନେଇଥିବେ, ସେମାନେ ପୁଣି ଦ୍ୱିତୀୟ ଓ ପ୍ରିକସନ୍ ଡୋଜ୍‌ ନେଇ ପାରିବେ। ଲୋକେ ଟିକାକରଣର ସୁଯୋଗ ଉଠାଇବା ସହ କରୋନାରୁ ସୁରକ୍ଷିତ ରହିବା ନିମନ୍ତେ ଅଭିଯାନରେ ସାମିଲ ହେବାକୁ ଆହ୍ୱାନ ଦେଇଛି ସ୍ୱାସ୍ଥ୍ୟ ବିଭାଗ।

Leave A Reply

Your email address will not be published.