ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ସିବିଆଇ ଜାଲରେ ପ୍ରମୋଦ ଜେନା

0

ଭୁବନେଶ୍ବର; ପୁଣି ସିବିଆଇ ଜାଲରେ ଫସିଲେ ଅବସରପ୍ରାପ୍ତ ଅଧିକାରୀ। ଅବସରପ୍ରାପ୍ତ ଆଇଆରଟିଏସ୍ ଅଧିକାରୀ ପ୍ରମୋଦ ଜେନାଙ୍କ ଘରେ ସିବିଆଇ ରେଡ୍ । ଆୟବହିର୍ଭୁତ ସମ୍ପତ୍ତି ଠୁଳ ମାମଲା ଦାଏର କରିଛି ସିବିଆଇ । ପ୍ରମୋଦଙ୍କ ଘରୁ ମିଳିଲା ନଗଦ ୧କୋଟି ୫୭ ଲକ୍ଷ ଟଙ୍କା ଓ ୧୭ କେଜି ସୁନା ଗହଣା । କେବଳ ବ୍ୟାଙ୍କ ଡିପୋଜିଟରୁ ମିଳିଲା ଅଢେଇ କୋଟି ଟଙ୍କା।

ଏହାଛଡା, ପ୍ରମୋଦ ନିଜ ସମ୍ପର୍କୀୟଙ୍କ ନାଁରେ କୋଟି କୋଟି ଟଙ୍କାର ସମ୍ପତ୍ତି କରିଥିବା ଜଣାପଡିଛି । ଭୁବନେଶ୍ୱରରେ ଥିବା ଜମିବାଡିକୁ ନେଇ ସିବିଆଇ କୋଳତାଡ ଜାରି ରଖିଛି । ଏଠାରେ ପ୍ରମୋଦଙ୍କ ନାଁରେ ଥିବା ବିଳାସପୂର୍ଣ୍ଣ ଫ୍ଲାଟ୍, ଘର ଓ ଜମିଜମାର ଛାନବିନ୍ ଆରମ୍ଭ ହୋଇଛି । ଗତ ୪ ତାରିଖରୁ ରେଡ ଆରମ୍ଭ ହୋଇଥିବାବେଳେ ଭୁବନେଶ୍ୱର ସମେତ କଟକ ଓ ଜଗତସିଂପୁରର ୪ଟି ସ୍ଥାନରେ ୫ଟି ଟିମର ରେଡ୍ ହୋଇଛି ।

Leave A Reply

Your email address will not be published.