ଭୁବନେଶ୍ବର: ପୁରୁଷ ହକି ବିଶ୍ବକପ୍-୨୦୨୩ର ପ୍ରଥମ ସେମିଫାଇନାଲ୍ ମ୍ୟାଚ୍ରେ ଜର୍ମାନି କଙ୍ଗାରୁ ଦଳକୁ ପରାସ୍ତ କରିଛି। ଜର୍ମାନି ଦଳ ୪-୩ ଗୋଲ୍ରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ସେମିଫାଇନାଲରେ ବିଜୟୀ ହେଲା ପରେ ଜର୍ମାନି ଏବେ ଫାଇନାଲକୁ ଉନ୍ନୀତ ହୋଇଛି। ଜର୍ମାନି ଆସନ୍ତା ୨୯ ତାରିଖରେ ଫାଇନାଲ ମ୍ୟାଚ୍ ଖେଳିବ। ବେଲଜିୟମ୍ ଓ ନେଦରଲାଣ୍ଡ୍ସ ମଧ୍ୟରେ ଖେଳାଯିବାକୁ ଥିବା ଦ୍ବିତୀୟ ସେମିଫାଇନାଲ ମ୍ୟାଚ୍ର ବିଜେତା ଟିମ୍କୁ ଭେଟିବ। ଫାଇନାଲ୍ ମ୍ୟାଚ୍ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ।
ପ୍ରମୁଖ ଖବର
ପାତ୍ରପଡା ସୂତା କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି
ପେରୁରେ ପର୍ଯ୍ୟଟକ ବିମାନ ଦୁର୍ଘଟଣା, ୧୩ ମୃତ
ଶ୍ରାବଣ ସୋମବାରରେ ୯ ଘଣ୍ଟା ଉପବାସରେ ରହିଲେ ମହାପ୍ରଭୁ ଲିଙ୍ଗରାଜ
କେରଳରେ ବର୍ଷା ବିତ୍ପାତ: ୮ ମୃତ, ୮ ନିଖୋଜ
ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ