ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ବରମୁଣ୍ଡା ନୂଆ ବସଷ୍ଟାଣ୍ଡରେ ବୋମାମାଡ

0

ଭୁବନେଶ୍ବର; ଗତକାଲି ବିଳମ୍ବିତ ରାତିରେ ବରମୁଣ୍ଡା ନୂଆ ବସଷ୍ଟାଣ୍ଡରେ ବୋମାମାଡ ହୋଇଛି। ଖାଇବା ପରେ ବଚସାକୁ ନେଇ ହୋଟେଲ ଉପରେ ବୋମାମାଡ କରିଛନ୍ତି ଦୁର୍ବୃତ୍ତ। ବସଷ୍ଟାଣ୍ଡ ନିକଟରେ ଥିବା ଏକ ହୋଟେଲ ଉପରକୁ ବୋମା ଫିଙ୍ଗିଛନ୍ତି ଦୁର୍ବୃତ୍ତ । ଏଥିରେ ଆହତ ହୋଇଥିବା ୩ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ସେହିପରି ଜଣକୁ ଅଟକ ରଖି ପଚରାଉଚରା କରୁଛି ପୁଲିସ।

Leave A Reply

Your email address will not be published.