ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0
  • ଗୋପାଳପୁର ମାଣ୍ଡିଆ ପଲ୍ଲୀରେ ମୋଟର ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଙ୍କ ଶୋକ
  • ମୃତକ ଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ବର; ଗତ କାଲି ଗଞ୍ଜାମ ଜିଲ୍ଲା ଗୋପାଳପୁର ର ମାଣ୍ଡିଆ ପଲ୍ଲୀ ରେ ମୋଟର ଦୁର୍ଘଟଣାରେ ତିନି ବ୍ୟକ୍ତି ଜଣଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହି ଘଟଣାରେ ଆହତ ମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ଆହତ ଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Leave A Reply

Your email address will not be published.