ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ପୂର୍ବତନ ମୁଖ୍ୟମନ୍ତ୍ରୀ ରାବରୀ ଦେବୀଙ୍କୁ ଜେରା କଲା ସିବିଆଇ

0

ବିହାର: ଲ୍ୟାଣ୍ଡ ଫର୍ ଜବ ସ୍କାମ ମାମଲାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବରୀ ଦେବୀଙ୍କୁ ୪ଘଣ୍ଟା ଜେରା କଲା ସିବିଆଇ । ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ଯାଦବଙ୍କ ଘରେ ସିବିଆଇ ଟିମର ଯାଞ୍ଚ କରିଛି । ରେଲଓ୍ବେ ଗ୍ରୁପ-ଡି ଚାକିରିରେ ଅନିମିତତା ମାମଲାରେ ଲାଲୁଙ୍କ ପତ୍ନୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ରାବରୀ ଦେବୀଙ୍କୁ ୪ଘଣ୍ଟା ପଚରାଉଚରା କରିଛି ସିବିଆଇ ଟିମ୍ । ଆଇଆରସିଟିସି ରେ ଚାକିରି ଦେବା ମାମଲାରେ ସିବିଆଇର ୧୨ଜଣିଆ ଟିମ୍ ପଚରାଉଚରା କରି ଫେରିଛନ୍ତି । ୨୦୦୪ରୁ ୨୦୦୯ ମସିହା ପର୍ଯ୍ୟନ୍ତ ଲାଲୁ ରେଳମନ୍ତ୍ରୀ ଥିବା ବେଳେ ରେଲଓ୍ବେ ଚାକିରିରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା ।

ସିବିଆଇ ଏହି ମାମଲାରେ ଚାର୍ଜସିଟ୍ ଦାଖଲ କରିସାରିଛି । ଚାର୍ଜସିଟରେ ଲାଲୁଙ୍କ ଦୁଇ ଘନିଷ୍ଠ ସହଯୋଗୀ ତଥା ପୂର୍ବତନ ବିଧାୟକ ଭୋଲା ଯାଦବ ହୃଦୟାନନ୍ଦ ଚୌଧୁରୀ ମଧ୍ୟ ଅଭିଯୁକ୍ତ ରହିଛନ୍ତି । ଗତ ଜୁଲାଇରେ ସିବିଆଇ ଭୋଲା ଯାଦବଙ୍କୁ ସିବିଆଇ ଗିରଫ କରିଥିଲା । ଏହି ମାମଲାରେ ଆସନ୍ତା ୧୫ ତାରିଖରେ ହାଜର ହେବାକୁ ଲାଲୁ ଓ ରାବରୀ ଦେବୀଙ୍କ ସମେତ ୧୪ଜଣଙ୍କୁ ସମନ କରିଥିଲା ରାଉଜ ଆବେନ୍ୟୁ କୋର୍ଟ ।

Leave A Reply

Your email address will not be published.