ପ୍ରମୁଖ ଖବର

ଭୂଦାନ ଜମିର ପଞ୍ଜିକରଣ-ମ୍ୟୁଟେସନ୍‌ରେ ରୋକ, ଡିଜିଟାଲ ଡାଟାବେସ୍‌ ପ୍ରସ୍ତୁତି
ୟୁରୋପକୁ ଅଶୋଧିତ ତୈଳ ଯୋଗାଣ ବନ୍ଦ କଲା ସାଉଦି
NISER ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ
ପ୍ରତ୍ୟାହାର ନିଷ୍ପତ୍ତି ବଦଳାଇଲେ ମମତାଙ୍କ ପ୍ରାର୍ଥୀ
ମଧ୍ୟପ୍ରଦେଶରେ ନାଳରେ ଭାସିଗଲା କାର, ୭ ଓଡ଼ିଆଙ୍କ ସମେତ ୮ ମୃତ
ଘରୋଇ ବିଶ୍ୱବିଦ୍ୟାଳୟ ଲାଭ ପାଇଁ ଚାଲିପାରିବ ନାହିଁ: ସୁପ୍ରିମକୋର୍ଟ
ଟିଏମ୍‌ସିର ନାମ-ଚିହ୍ନ ଫ୍ରିଜ୍, ସୁପ୍ରିମକୋର୍ଟରେ ମମତା

ଯାତ୍ରା ଓ ମେଲୋଡିରେ ଅଶ୍ଳୀଳତା ଓ ନଗ୍ନତା ଉପରେ ପ୍ରତିବନ୍ଧକ

0

ଭୁବନେଶ୍ବର; ଯାତ୍ରା ଓ ମେଲୋଡିରେ ଅଶ୍ଳୀଳତା ଓ ନଗ୍ନତାକୁ ସ୍ଥାନ ନାହିଁ। ଏଥିପାଇଁ କଡା ନିର୍ଦ୍ଦେଶନାମା ଜାରି କରଯାଇଛି। ଉତ୍କଳୀୟ ସଂସ୍କୃତିର ଏପରି ଅପପ୍ରଚାରକୁ ଆଉ ବରଦାସ୍ତ କରାଯିବନି। ଏପରିକି ଯାତ୍ରା, ମେଲୋଡିରେ ଦ୍ୱି ଅର୍ଥବୋଧକ ସଂଳାପ ମଧ୍ୟ ରହିବନି।

ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ଏସପିମାନଙ୍କୁ ଏପରି ଚିଠି ଲେଖାଯାଇଛି। ଏପରିକି ସମସ୍ତ ପ୍ରକାର ଅଶ୍ଲୀଳ ଦୃଶ୍ୟ ଓ ନଗ୍ନ ପ୍ରଦର୍ଶନକୁ ତୁରନ୍ତ ବନ୍ଦ କରିବା ପାଇଁ କଡ଼ା ନିର୍ଦ୍ଦେଶନାମା ଜାରି ହୋଇଛି। ଯାତ୍ରା ଓ ମେଲୋଡି ପାଇଁ ଅନୁମତି ଦେବା ବେଳେ ସର୍ତ୍ତାବଳୀରେ ଏହା ସ୍ପଷ୍ଟ ଭାବେ ଉଲ୍ଲେଖ କରିବାକୁ ମଧ୍ୟ କୁହାଯାଇଛି ।

Leave A Reply

Your email address will not be published.