ପ୍ରମୁଖ ଖବର

ଭୂଦାନ ଜମିର ପଞ୍ଜିକରଣ-ମ୍ୟୁଟେସନ୍‌ରେ ରୋକ, ଡିଜିଟାଲ ଡାଟାବେସ୍‌ ପ୍ରସ୍ତୁତି
ୟୁରୋପକୁ ଅଶୋଧିତ ତୈଳ ଯୋଗାଣ ବନ୍ଦ କଲା ସାଉଦି
NISER ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ
ପ୍ରତ୍ୟାହାର ନିଷ୍ପତ୍ତି ବଦଳାଇଲେ ମମତାଙ୍କ ପ୍ରାର୍ଥୀ
ମଧ୍ୟପ୍ରଦେଶରେ ନାଳରେ ଭାସିଗଲା କାର, ୭ ଓଡ଼ିଆଙ୍କ ସମେତ ୮ ମୃତ
ଘରୋଇ ବିଶ୍ୱବିଦ୍ୟାଳୟ ଲାଭ ପାଇଁ ଚାଲିପାରିବ ନାହିଁ: ସୁପ୍ରିମକୋର୍ଟ
ଟିଏମ୍‌ସିର ନାମ-ଚିହ୍ନ ଫ୍ରିଜ୍, ସୁପ୍ରିମକୋର୍ଟରେ ମମତା

ଓୟୋ ଫାଉଣ୍ଡର ରିତେଶ ଅଗ୍ରୱାଲଙ୍କ ବାପାଙ୍କ ମୃତ୍ୟୁ

0

ଗୁରୁଗ୍ରାମ; ଓୟୋ ଫାଉଣ୍ଡର ରିତେଶ ଅଗ୍ରୱାଲଙ୍କ ବାପାଙ୍କ ମୃତ୍ୟୁ ଘଟିଛି। ଗୁରୁଗ୍ରାମର ସେକ୍ଟର ୫୪ର ୨୦ ମହଲାରୁ ଖସିପଡିଥିଲେ ଓୟୋ ପ୍ରତିଷ୍ଠାତା ରିତେଶ ଅଗ୍ରୱାଲଙ୍କ ପିତା। ଫଳରେ ତାଙ୍କର ମୃତ୍ୟୁ ଘଟିଛି। ପୋଲିସ ପହଁଚି  ଶବ ଜବତ କରିବା ସହ ବ୍ୟବଛେଦ ମଧ୍ୟ କରିଛି। ଘଟଣାସ୍ଥଳରେ ପହଞ୍ଚି ପୋଲିସର ତଦନ୍ତ ଜାରି ରଖିଛି  ।

ଉଲ୍ଲେଖଯୋଗ୍ୟ; ଦୁଇ ଦିନ ତଳେ ବାହା ହୋଇଥିଲେ ରିତେଶ ଅଗ୍ରଓ୍ବାଲ  । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ସହ ଧର୍ମିଣୀଙ୍କ ସହ ନିମନ୍ତ୍ରଣ କାର୍ଡ ଦେଇଥିଲେ ରିତେଶ  । କିନ୍ତୁ ବିବାହର ଦୁଇ ଦିନ ପରେ ବାପାଙ୍କ ମୃତ୍ୟୁ ଘଟିଛି  । ପରିବାରରେ ଶୋକର ଛାୟା ଖେଳିଯାଇଛି।

Leave A Reply

Your email address will not be published.