ଭୁବନେଶ୍ବର: ଭାରତ-ୱେଷ୍ଟ୍ଇଣ୍ଡିଜ୍ ମଧ୍ୟରେ ଚଳିତମାସ ୨୨ ତାରିଖରେ ବାରବାଟୀ ଷ୍ଟାଡିୟମରେ ଦିବା-ରାତ୍ର ଦିନିକିଆ ମ୍ୟାଚ୍ ଅନୁଷ୍ଠିତ ହେବ। ଏଥିପାଇଁ ୫ ତାରିଖରୁ ଅନ୍ଲାଇନ୍ ଟିକେଟ୍ ବିକ୍ରି ଆରମ୍ଭ ହେବ। ୧୫ ତାରିଖ ପର୍ଯ୍ୟନ୍ତ ଏହା ଚାଲିବ। www.paytm.com କିମ୍ବା www.insider.in ୱେବ୍ସାଇଟ୍ରେ ଯାଇ କ୍ରିକେଟ୍ ପ୍ରେମୀ ଟିକେଟ୍ କିଣିପାରିବେ। ଯେଉଁମାନେ ଅନଲାଇନ୍ ଟିକେଟ୍ କିଣିଥିବେ, ସେମାନଙ୍କୁ ୧୯ରୁ ୨୧ ତାରିଖ ମଧ୍ୟରେ କଟକ କେମ୍ବ୍ରିଜ୍ ସ୍କୁଲ୍ କାଉଣ୍ଟ୍ରରୁ ବୈଧ ଟିକେଟ୍ ମିଳିବ। ମୋଟ ଅନ୍ଲାଇନ୍ରେ ୮୫୦୦ ଟିକେଟ୍ ବିକ୍ରି ହେବ ବୋଲି ଓଡ଼ିଶା କ୍ରିକେଟ୍ ସଂଘର ସମ୍ପାଦକ ସଂଜୟ ବେହେରା ସୂଚନା ଦେଇଛନ୍ତି।
ପ୍ରମୁଖ ଖବର
ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍ ବଜାରକୁ ଆଣିବ ପ୍ୟାକେଟ୍ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ