ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଆସନ୍ତା କାଲିଠାରୁ ସଂସଦର ବଜେଟ୍ ଅଧିବେଶନ

0

ନୂଆଦିଲ୍ଲୀ; ଆସନ୍ତା କାଲିଠାରୁ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହେବ। ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ସମୁଦାୟ ୧୭ଟି କାର୍ଯ୍ୟ ଦିବସ ରହିବ। ଏହା ଆସନ୍ତା ମାସ ଅର୍ଥାତ ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଏକ ମାସର ବ୍ୟବଧାନ ପରେ ବଜେଟ୍ ଅଧିବେଶନ ପୁଣି ଆରମ୍ଭ ହେବାକୁ ଯାଉଥିବାରୁ ଅଧିବେଶନ କାଳରେ ବିଭାଗୀୟ ସଂସଦୀୟ ସ୍ଥାୟୀ କମିଟି, ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗୀୟ ଅନୁଦାନ ସମ୍ପର୍କିତ ଆଲୋଚନା ହେବ।

ଉଲ୍ଲେଖଯୋଗ୍ୟ; ସଂସଦର ବଜେଟ୍ ଅଧିବେଶନ ଗତ ଜାନୁଆରୀ ୩୧ରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସଂସଦର ଉଭୟ ଗୃହର ମିଳିତ ବୈଠକକୁ ସମ୍ବୋଧିତ କରି ଆରମ୍ଭ ହୋଇଥିଲା। ସଂସଦ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃଆରୀ ୧୩ ପର୍ଯ୍ୟନ୍ତ ଚାଲିଥିଲା। ଏହି ଅବଧିରେ ସମୁଦାୟ ୧୦ଟି କାର୍ଯ୍ୟ ଦିବସ ରହିଥିଲା। ପ୍ରଥମ ଭାଗରେ ପର୍ଯ୍ୟାୟରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ଏବଂ କେନ୍ଦ୍ର ବଜେଟ୍ ୨୦୨୩-୨୪ ଉପରେ ଆଲୋଚନା କରାଯାଇଥିଲା।

Leave A Reply

Your email address will not be published.